Posted inଜାତୀୟ

ସିଏଏକୁ ନେଇ ହିଂସା ପରେ କ୍ୟାମ୍ପସ ଛାଡିଲେ ଜାମିଆ ଛାତ୍ର

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ରାଜଧାନୀରେ ରବିବାର ଏହାର ତାତି ଦେଖିବାକୁ ମିଳିଛି। ଜାମିଆ ଅଞ୍ଚଳରେ ପ୍ରଦର୍ଶନକାରୀଙ୍କ ହିଂସା ଉଗ୍ରରୂପ ଧାରଣ କରିବା ପରେ ପୋଲିସ ସେମାନଙ୍କ ଉପରେ ଲାଠିଚାର୍ଜ କରିଥିଲା। ଏହାପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଛାତ୍ରଙ୍କ ବିକ୍ଷୋଭ ପ୍ରଦର୍ଶନ ଯୋଗୁ ସ୍ଥାନୀୟ ଅଞ୍ଚଳ ଅଶାନ୍ତ ଥିବାରୁ ସୋମବାର ଜାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ କ୍ୟାମ୍ପସ ଛାଡିଛନ୍ତି। ସକାଳୁ ଛାତ୍ରୀଛାତ୍ରମାନେ ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି।...

ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ ନୀରଜ ଶେଖର

ଲକ୍ଷ୍ନୌ, ୧୪।୮:ଉତ୍ତର ପ୍ରଦେଶର ଏକ ସିଟ୍‌ରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ପୁଅ ନୀରଜ...

ପୁଣି ଅଟକିଲା ଫାଶୀ

ନୂଆଦିଲ୍ଲୀ, ୩ା୩(ପି.ଟି./ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କୁ ମଙ୍ଗଳବାର ଫାଶୀ ଦିଆଯିବ ନାହିଁ। ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ...

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର...

ଶିରିଡି ବନ୍ଦ: ସୋମବାର ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୧୯।୧: ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦେଇଥିବା ବୟାନକୁ ବିରୋଧ କରି ରବିବାର ଶିରିଡି ବନ୍ଦ ପାଳନ କରାଯାଇଥିଲା। ଶିରିଡି ରାସ୍ତାରେ...

ହାତୀ ମୃତ୍ୟୁ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ତିରୁଭାନନ୍ତପୁରମ,୫।୬: କେରଳର ମଲ୍ଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ...

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ...

ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *