Posted inଜାତୀୟ

ସିଏଏକୁ ବିରୋଧ କରି ବିରୋଧୀଙ୍କ ‘ଗାନ୍ଧୀ ଶାନ୍ତି ଯାତ୍ରା’

ମୁମ୍ବାଇ,୯।୧: ମହାରାଷ୍ଟ୍ରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ବିରୋଧୀ ଦଳ ପକ୍ଷରୁ ଗୁରୁବାର ‘ଗାନ୍ଧୀ ଶାନ୍ତି ଯାତ୍ରା’ ବାହାର କରାଯାଇଛି। ଏହି ବିରୋଧ ପ୍ରଦର୍ଶନୀରେ ଏନ୍‌ସିପି ନେତା ଶରଦ ପାଓ୍ବାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ବନ୍ତ ସିହ୍ନା, ବଞ୍ଚିତ ବହୁଜନ ଅଘାଡିର ପ୍ରକାଶ ଆମ୍ବେଦକର ଓ ଅନ୍ୟ ନେତାମାନେ ଯୋଗ ଦେଇଛନ୍ତି। ଏହି ବିରୋଧ ପ୍ରଦର୍ଶନ ସମୟରେ ଯଶଓ୍ବନ୍ତ ସିହ୍ନା କହିଛନ୍ତି, ଆମେ ପୁଣିଥିରେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିବାକୁ ଦେବୁନାହିଁ। ସିଏଏ ଓ ଏନ୍‌ଆର୍‌ସିକୁ ନେଇ କରାଯାଇଥିବା ଏହି ବିରୋଧ ପ୍ରଦର୍ଶନ ମୁମ୍ବାଇର ଗେଟଓ୍ବେ ଅଫ୍‌ ଇଣ୍ଡିଆରୁ ଆରମ୍ଭ କରାଯାଇଛି। ଏହା ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଯାତ୍ରା କରିବାର ଯୋଜନା ଥିବା ବେଳେ ଏହା ୨୧ ଦିନ ପର୍ଯ୍ୟନ୍ତ ଚାଲିବ। ଏହା ଜାନୁୟାରୀ ୩୦ରେ ଦିଲ୍ଲୀର ରାଜଘାଟରେ ଶେଷ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି।...

ଦୈନିକ ସଂକ୍ରମଣ ୪ ହଜାର ତଳେ, ସକ୍ରିୟ ମାମଲା ୪୩ ହଜାରରୁ କମ…

ନୂଆଦିଲ୍ଲୀ, ୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ସ୍ବାଧୀନ ଲଢ଼ିବେ ମୋଦିଙ୍କ ଡୁପ୍ଲିକେଟ୍‌

ଲକ୍ଷ୍ନୌ,୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡୁପ୍ଲକେଟ୍‌ ଭାବେ ଜଣାଶୁଣା ଅଭିନନ୍ଦନ ପାଠକ ସ୍ବାଧୀନ ଲଢ଼ିବାକୁ ଯାଉଛନ୍ତି। ସେ ଲକ୍ଷ୍ନୌର ସରୋଜନିନଗର ଆସନରୁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା...

‘ଶାହାଙ୍କ କଥାରେ ଇସି’

ନନ୍ଦିଗ୍ରାମ,୨ା୪:ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ମତଦାନ ବାଧାପ୍ରାପ୍ତ ହୋଇଛି। କେତେକ ସ୍ଥାନରେ ହିଂସା ମଧ୍ୟ ଘଟିଛି। ଭାଜପା ଗୁଣ୍ଡାମାନେ ଭୋଟ ଗ୍ରହଣ ବେଳେ ଅଚଳାବସ୍ଥା...

ମୋଦିଙ୍କ ଦାଢ଼ି ବଢୁଛି, ଦେଶର ଜିଡ଼ିପି କମୁଛି: ଶଶି ଥରୁର୍‌

ନୂଆଦିଲ୍ଲୀ,୩।୩: କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାଗେର୍ଟ କରି ଟୁଇଟରରେ ଏକ ରୋଚକ ଗ୍ରାଫିକ୍ସ୍‌ ଅପଲୋଡ୍‌ କରିଛନ୍ତି। ସେ ମୋଦିଙ୍କ ଦାଢ଼ିକୁ...

ଟଙ୍କା ନ ଦେବାରୁ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ

କୋଲକାତା,୨୬।୭: ସାରା ଦେଶରେ କରୋନା ରୋଗୀ ଓ ଆମ୍ବୁଲାନ୍ସକୁ ନେଇ ଭିନ୍ନ ଭିନ୍ନ ଖବର ଆସୁଥିବା ବେଳେ ଏବେ କୋଲକାତାରୁ ଆସିଥିବା ଏକ ଖବର ପୁଣି...

୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ମୁମ୍ବାଇ,୧୯।୧(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶନିବାର ୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ଏଏପି ନେତା ଆଳକା ଲାମ୍ବା ଚାନ୍ଦ୍‌ନୀଚୌକ,...

୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା

ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍‌ଡାଉନ୍‌ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ...

Advertisement
Archives

Model This Week