Posted inଜାତୀୟ

ସିଏଏକୁ ବିରୋଧ କରୁଥିବା ଲୋକଙ୍କୁ ଗୁଳି ମାରିଦେବା ଉଚିତ: ଭାଜପା ମନ୍ତ୍ରୀ

ବେଙ୍ଗାଲୁରୁ,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରୁଥିବା ଲୋକଙ୍କୁ ବିରିୟାନୀ ଖାଇବାକୁ ନୁହେଁ, ଗୁଳି ମାରିଦେବା ଉଚିତ ବୋଲି କହିଛନ୍ତି କର୍ନାଟକର ୟେଦୁରପ୍ପା ସରକାରରେ ମନ୍ତ୍ରୀ ଥିତ୍ବା ସିଟି ରବି। ନିକଟରେ ମୋଦି ସରକାରରେ ମନ୍ତ୍ରୀ ଥିବା ଅନୁରାଗ ଠାକୁର ଦିଲ୍ଲୀରେ ଅନୁଷ୍ଠିତ ଏକ ରାଲିରେ ସିଏଏକୁ ବିରୋଧ କରୁଥିବା ଲୋକଙ୍କୁ ଗଦ୍ଦାର(ବେଇମାନ) ବୋଲି କହିଥିଲେ। ଏହାକୁ ଭାଜପାର କିଛି ନେତା ସମର୍ଥନ କରିଥିଲେ। ସିଟି ରବି ମଧ୍ୟ ଅନୁରାଗଙ୍କ ମନ୍ତବ୍ୟକୁ ସମର୍ଥନ କରି ସିଏଏକୁ ବିରୋଧ କରୁଥିବା ଲୋକ ଆତଙ୍କବାଦୀ ଅଜମଲ କସବ ଏବଂ ୟାକୁବ ମେନନଙ୍କ ଫାଶୀକୁ ମଧ୍ୟ ବିରୋଧ କରିବେ। ଏମାନେ ସିଏଏ ବିରୋଧରେ ଭୁଲ ତଥ୍ୟ ଲୋକଙ୍କୁ ଦେଉଛନ୍ତି। ଏଭଳି ରାଷ୍ଟ୍ର ବିରୋଧୀଙ୍କୁ ବିରିୟାନୀ ନୁହେଁ, ଗୁଳି ମାରିଦେବା ଉଚିତ ବୋଲି ରବି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri