ସିଏଏକୁ ବିରୋଧ, ସମ୍ବଲପୁରରେ ବିକ୍ଷୋଭ

ସମ୍ବଲପୁର,୧୯।୧୨(ବ୍ୟୁରୋ): ସଂଶୋଧିତ ନାଗରିକତ୍ୱ ଆଇନ ସିଏଏ ଓ ଏନ୍‌ଆରସିକୁ ବିରୋଧ କରି ସମ୍ବଲପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭୀମ ଆର୍ମି ପକ୍ଷରୁ ଏହି ବିକ୍ଷୋଭ କରାଯାଉଛି। ଧନୁପାଲି ଥାନା ସୁନାପାଲି ଅଞ୍ଚଳରୁ ଏକ ରାଲି ବାହାରି ବୁଥାପଡ଼ାରେ ପହଞ୍ଚତ୍ଥିଲା। ବିନା ଅନୁମତିରେ ରାଲି ହୋଇଥିବାରୁ ପୋଲିସ ଅଟକାଇ ରଖିଥିଲା। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ...

କ୍ବାରାଣ୍ଟାଇନ ସେଣ୍ଟରରେ ଶିଶୁକନ୍ୟାର ଜୀବନ ଗଲା

ସରଣ୍ଡା,୨୭।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଅନ୍ତର୍ଗତ ଖଇରପାଲା କ୍ବାରାଣ୍ଟାଇନ ସେଣ୍ଟରରେ ପରିବାରସହ ରହୁଥିବା ଏକ ଶିଶୁକନ୍ୟାର ବୁଧବାର ସକାଳେ ମୃତ୍ୟୁ ଘଟିଛି।...

ବିଦ୍ୟାଳୟ ହେଲା ଅତିଥି ଭବନ: ବ୍ୟବସ୍ଥାରେ ପରିବର୍ତ୍ତନର ପ୍ରଭାବ

ପାରାଦୀପ,୫ା୬(ସ୍ବ.ପ୍ର.): ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରସାର ସାଙ୍ଗକୁ ଘରୋଇକରଣ ପ୍ରଭାବରେ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ପରିଲକ୍ଷିତ ହେଉଛି। ଏହାର ପ୍ରତିଫଳନ ଅନେକ କ୍ଷେତ୍ରରେ ଦେଖିବାକୁ...

ଭିନ୍ନ ଏକ ରଜ ଉତ୍ସବ

ବ୍ରହ୍ମପୁର ଅଫିସ୍‌,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି...

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ...

ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି

ସୁନ୍ଦରଗଡ, ୪ା୯ (ଡି.ଏନ୍‌.ଏ.) ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ...

ବସ୍‌ର କାଚ ଭାଙ୍ଗି ଜେଲ୍‌ ଗଲେ ଦୁଇ ଯୁବକ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.) : ଏକ ଘରୋଇ ବସ୍‌ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର...

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ ଅଫିସ, ୩୧ା୮-ଫୁଲବାଣୀ ସହର ଡାମିଗାଁ ପାଖ ସାଲୁଙ୍କି ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି...

Advertisement


Archives

Model This Week