Posted inଜାତୀୟ

ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା

ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍‌ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ବାଳିକା ଯୋଗଦେଇ ପ୍ରଥମେ ହାତଯୋଡ଼ି ଗାୟତ୍ରୀ ମନ୍ତ୍ର ପାଠ କରିଥିଲେ। ଏହାପରେ ସେ ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କରି ଉପସ୍ଥିତ ଜନସାଧାରଣଙ୍କୁ ଭାରତ ଭଳି ଧର୍ମ ନିରପେକ୍ଷ ରାଷ୍ଟ୍ରରେ ସିଏଏ ଏବଂ ଏନ୍‌ଆର୍‌ସିକୁ ବିରୋଧ କରିବାକୁ ଆହ୍ବାନ ଜଣାଇଥିଲେ। ସମସ୍ତ ଧର୍ମ ସଦ୍‌ଭାବ ଶିକ୍ଷା ଦେଇଥାଏ। କୌଣସି ଧର୍ମ ପରସ୍ପର ମଧ୍ୟରେ ଲଢ଼େଇ କରିବାକୁ ଶିକ୍ଷା ଦିଏ ନାହିଁ ବୋଲି ସେ କହିଥିଲେ। ଗଣତନ୍ତ୍ରରେ ସମସ୍ତଙ୍କୁ ନିଜର ପକ୍ଷ ରଖିବାର ଅଧିକାର ରହିଥିବା ମନାଲ ପ୍ରକାଶ କରିଥିଲେ। ଏବେ ଏହାର ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମନାଲ ସବୁବେଳେ ଦେଶପ୍ରେମକୁ ଗୁରୁତ୍ୱ ଦେଉଥିବା ପିତା ଫିରୋଜ ଖାଁ ଏବଂ ମା ଜାହିରା ଖାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀର ସାଭରକରଙ୍କୁ ବିରୋଧ କରୁଥିବା ଲୋକଙ୍କୁ ଆଣ୍ଡାମାନ ଜେଲକୁ ପଠାଇ ଦିଆଯାଉ: ସଞ୍ଜୟ

ନୂଆଦିଲ୍ଲୀ,୧୮।୧: କିଛିଦିନ ହେବ ବୀର ସାଭରକରଙ୍କୁ ନେଇ ଗଣମାଧ୍ୟମରେ ବିଭିନ୍ନ ବୟାନବାଜି ସାମ୍ନାକୁ ଆସିଛି। ଏବେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେଉଁମାନେ ବୀର...

ସ୍କୁଲରେ ସିଟ୍‌ ପାଇଁ ଝଗଡ଼ାରୁ ଫୁଟିଲା ଗୁଳି, କ୍ଲାସରୁମ୍‌ରେ ସାଙ୍ଗକୁ ହତ୍ୟା କଲା ଛାତ୍ର

ମିରଟ,୩୧ା୧୨- କ୍ଲାସରୁମ୍‌ରେ ନିର୍ଦ୍ଧିଷ୍ଟ ସିଟ୍‌କୁ ନେଇ ଛାତ୍ରଙ୍କ ମଧ୍ୟରେ ବିବାଦ ଦେଖାଦେବା କିଛି ବଡ଼ ଘଟଣା ନୁହେଁ। କିନ୍ତୁ ଏହି ବିବାଦ ଯୋଗୁ ଜଣେ ଛାତ୍ର...

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି...

ମହାରାଷ୍ଟ୍ରରୁ ଏକାଥରକେ ଚିହ୍ନଟ ହେଲେ ୭ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକ, ଗୁଜରାଟ ଓ ଦିଲ୍ଲୀ ପରେ ଏବେ ଏହି ଭାରିଆଣ୍ଟ...

ବାବୁଙ୍କ କୁକୁର ପାଇଁ ଖେଳାଳିଙ୍କୁ ଷ୍ଟାଡିୟମ ମନା

ନୂଆଦିଲ୍ଲୀ, ୨୭ା୫:ଦିଲ୍ଲୀ ସରକାରଙ୍କ ଦ୍ୱାରା ପରିଚାଳିତ ତ୍ୟାଗରାଜ ଷ୍ଟାଡିୟମରେ ଜଣେ ଆଇଏଏସ୍‌ ଅଧିକାରୀଙ୍କ କୁକୁର ଚାଲିବା ପାଇଁ କିଛି ମାସ ହେଲା ଖେଳାଳି ଓ କୋଚମାନଙ୍କୁ...

ଏସିପି ବଖାଣିଲେ ଦିଲ୍ଲୀ ହିଂସାର ଲୋମଟାଙ୍କୁରା କାହାଣୀ

ନୂଆଦିଲ୍ଲୀ, ୨୯।୨: ଗତ କିଛି ଦିନ ହେଲା ଦେଶର ରାଜଧାନୀ ଅଶାନ୍ତି ରହିଥିବା ବେଳେ ୫ଦିନ ପରେ ଦିଲ୍ଲୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମଳିଛି। ସାମ୍ପ୍ରଦାୟିକ ହିଂସାରେ...

ରାଜଧାନୀରେ କରୋନାର ଭୟାବହତା: କେବଳ ଏପ୍ରିଲରେ ୯,୪୦୦ ଲୋକଙ୍କ ସରିଲାଣି ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୧୧।୫: ରାଜଧାନୀ ଦିଲ୍ଲୀରେ କରୋନାର ଦ୍ୱିତୀୟ ଲହରର ଆତଙ୍କ ଦେଖିବାକୁ ମିଳିଛି। କେବଳ ଏପ୍ରିଲ ମାସରେ ରାଜଧାନୀ ମ୍ୟୁନିସିପାଲିଟି କର୍ପୋରେଶନ ଦ୍ୱାରା ପରିଚାଳିତ ୨୮ କୋଭିଡ୍‌...

ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ୟୁପିରେ କାହାରି ମୃତ୍ୟୁ ହୋଇନାହିଁ

ଲକ୍ଷ୍ନୌ,୧୬।୧୨: କୋଭିଡ୍‌-୧୯ର ଦ୍ୱିତୀୟ ଲହର ବେଳେ ଉତ୍ତରପ୍ରଦେଶ(ୟୁପି)ରେ ଅକ୍ସିଜେନ ଅଭାବରୁ କାହାରି ମୃତ୍ୟୁ ହୋଇନାହିଁ। ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର।...

Advertisement
Archives

Model This Week