ସିଏଏ, ଏନ୍‌ଆରସି ବିରୋଧରେ ରାୟଗଡ଼ାରେ ଭାରତବନ୍ଦ ଡାକରା

ରାୟଗଡ଼ା ଅଫିସ,୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଏନ୍‌ଆରସି ଏବଂ ସିଏଏ ବିରୋଧରେ ରାଷ୍ଟ୍ରବ୍ୟାପୀ ଭାରତବନ୍ଦ ଡାକରା ଦିଆଯାଇଥିବା ବେଳେ ବୁଧବାର ରାୟଗଡ଼ାରେ ଏହା ପାଳନ କରାଯାଇଛି। ଏନେଇ ସକାଳୁ ସହରର ସମସ୍ତ ଦୋକାନ ବଜାର କିଛି ସମୟ ପାଇଁ ବନ୍ଦ ରହିଥିଲା। ସେହିପରି ଗାଡ଼ିମୋଟର ଚଳାଚଳ ଠପ୍‌ ହୋଇଯାଇଥିଲା। ଏନେଇ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ବସ୍‌ଷ୍ଟାଣ୍ଡରୁ ଏକ ରାଲି ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଥିଲା।  ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ସହାୟତା

ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲାର ବିଭିନ୍ନ ଅନୁଷ୍ଠାନ କରୋନା ମୁକାବିଲା ଲାଗି ଅକୁଣ୍ଠ ସହାୟତା ପ୍ରଦାନ କରୁଛନ୍ତି। ବିଧାୟକ ସୁଧୀର ସାମଲଙ୍କ ଉପସ୍ଥିତିରେ ଜିଲା କ୍ରଶର...

ଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟରେ ତାଲା

ନାଉଗାଁ,୨୩।୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତରେ ଥିବା ଗୋପାଳଜୀଉ ଉ.ପ୍ରା. ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାଯର୍‌ୟଙ୍କୁ ନିଳମ୍ବନ କରିବା ପ୍ରତିବାଦରେ ଗୁରୁବାର ଛ୍ରାତ୍ରୀଛାତ୍ର, ଅଭିଭାବକ...

କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ...

କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର...

ସ୍କୁଲ ଅଟୋରୁ ଖସି ପ୍ରଥମ ଶ୍ରେଣୀଛାତ୍ର ମୃତ: ଅଟୋ ସହ ଚାଳକ ଫେରାର, ତାତିଲେ ଲୋକେ

ଦିଗପହଣ୍ଡି,୧୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ବିଦ୍ୟୁତ ଷ୍ଟେଶନ ନିକଟ ମୁଖ୍ୟ ରାସ୍ତାରେ ସ୍କୁଲ ଅଟୋରୁ ଖସି ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

୨୦ ଦିନ ହେଲା ଶଙ୍କରା ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ପ୍ୟାକ୍ସରେ ତାଲା

ବିନିକା,୧୧ା୬(ଡି.ଏନ୍‌.ଏ.)-ବିନିକା ବ୍ଲକର ଶଙ୍କରା ଧାନମଣ୍ଡିଠାରେ ଗତ ୨୦ ଦିନ ହେଲା ୭ ହଜାର ପ୍ୟାକେଟ୍‌ ଧାନ ବିକ୍ରି ପାଇଁ ଖୋଲା ଆକାଶ ତଳେ ପଡି ରହିଛି...

ଅଭିନବ ଉପାୟରେ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୭ା୭-ଟାଉନ ଥାନା ଅନ୍ତର୍ଗତ ମିଲିଟାରୀ ଲାଇନରେ ଥିବା କାନାରା ବ୍ୟାଙ୍କରେ ଲୁଟେରାମାନେ ଶନିବାର ଜଣେ ଜମାକାରୀଙ୍କ ୧୮ ହଜାର ୫ଶହ ଟଙ୍କା ଅଭିନବ ଉପାୟରେ...

ଶ୍ମଶାନ ଜମିରେ ଶବଦାହ ପିଣ୍ଡି ଭଙ୍ଗାକୁ ନେଇ ସୁନାଖଳାରେ ଉତ୍ତେଜନା: ଗ୍ରାମବାସୀଙ୍କ ଜାତୀୟ ରାଜପଥ ଅବରୋଧ

ରଣପୁର,୫।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ରମ୍ଭାପଲ୍ଲୀ ଗ୍ରାମ ଠାରେ ଥିବା ଏକ ଶ୍ମଶାନ ଜମିକୁ ଜଣେ ବ୍ୟକ୍ତି ବହୁଦିନ ହେଲା ଜବରଦଖଲ...

Coronavirus Update

Archives

Model This Week

Why Dharitri