Posted inଜାତୀୟ

ସିଏଏ-ଏନ୍‌ଆର୍‌ସିକୁ ନେଇ ବଢିଲା ରାଜନୈତିକ ଉଷ୍ମତା

ନୂଆଦିଲ୍ଲୀ,୧୯।୧୨: ସିଟିଜେନଶିପ୍‌ ଆମେଣ୍ଡମେଣ୍ଟ ଆକ୍ଟ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ଏବେ ଉଷ୍ମ ହୋଇଛି ରାଜନୀତି। ସାରା ଦେଶରେ ଏହାକୁ ଏବେ ବିରୋଧ କରାଯାଉଛି। ଏହାକୁ ନେଇ ଏବେ ଦେଶର ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ସବୁଠି ବିରୋଧ ପ୍ରଦର୍ଶନ କରାଯାଉଛି। ବାମଦଳ ପକ୍ଷରୁ ଗୁରୁବାର ସାରା ଦେଶରେ ବନ୍ଦ ଡାକରା ଦିଆଯାଇଛି। ଉତ୍ତର ପ୍ରଦେଶରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସେହିପରି ରାଜଧାନୀ ଦିଲ୍ଲୀରେ ୧୪୪ ଧାରା ଜାରି କରାଯିବା ସହ ପ୍ରାୟ ୧୫ ମେଟ୍ରୋ ଷ୍ଟେଶନକୁ ବନ୍ଦକରି ଦିଆଯାଇଛି। ସେହିପରି ଦରିଆଗଞ୍ଜ, ରିଙ୍ଗରୋଡ ଆଦି ରାସ୍ତାରେ ନ ଯିବାକୁ ଟ୍ରାଫିକ ପୋଲିସ ଜନସାଧାରଣଙ୍କୁ ପରାମର୍ଶ ଦେଉଛି। ଲୋକଙ୍କ ବିରୋଧ ପ୍ରଦର୍ଶନକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି କେନ୍ଦ୍ର ସରକାର ସିଏଏ ବା ସିଟିଜେନଶିପ୍‌ ଆମେଣ୍ଡମେଣ୍ଟ ଆକ୍ଟ ନ ଆଣି ବରଂ ଯୁବବର୍ଗଙ୍କ ନିଯୁକ୍ତି ଉପରେ ଗୁରୁତ୍ୱ ଦେବା ଜରୁରୀ। ସେମିତି ବେଙ୍ଗାଲୁରରେ ଐତିହାସିକ ରାମଚନ୍ଦ୍ର ଗୁହା ଓ ସମାଜବିଜ୍ଞାନୀ ଯୋଗେନ୍ଦ୍ର ଯାଦବଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଖବର ମିଳିଛି। ସେହିପରି ବିହାରରେ ମଧ୍ୟ ସିଏଏ-ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ କଂଗ୍ରେସ ନେତା ହରିଶ ରାଓ୍ବତ ଓ ରିପୁନ ବୋରାଙ୍କୁ ବିରୋଧ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri