ସିଏଏ, ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା

ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି। ଦେଶ ବାହାରୁ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ଦେଉଛନ୍ତି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି, ସିଏଏ ଏବଂ ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର। ଏଭଳି ଆଇନ ଜରୁରୀ ନ ଥିଲା ବୋଲି ସେ କହିଛନ୍ତି। ବାଂଲାଦେଶ ସର୍ବଦା ସିଏଏ ଓ ଏନଆରସିକୁ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ଭାବେ ବିଚାର କରି ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣ ହାର ୨.୯୮ ପ୍ରତିଶତ…

ନୂଆଦିଲ୍ଲୀ, ୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍‌ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍‌କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର...

ଐତିହାସିକ ବୀରମାନଙ୍କୁ ଗର୍ବର ସହିତ ମନେ ରଖିଛି ଦେଶ: ମୋଦି

ନୂଆଦିଲ୍ଲୀ,୨୫।୧୧: ଆଜାଦୀ କି ଅମୃତ ମହୋତ୍ସବ ଅଧୀନରେ ଲାଚିତ ବୋରଫୁକାନଙ୍କ ଜୟନ୍ତୀ ସମାରୋହ ଗତ ବର୍ଷେ ହେବ ପାଳନ କରାଯାଉଛି। ଶୁକ୍ରବାର ଏହାର ସମାପନ ଉତ୍ସବ...

ପୃଥିବୀକୁ କରୋନା ଟିକା ଯୋଗାଣରେ ଭାରତ ଆଗୁଆ, ସ୍ବୀକାର କଲା ଆମେରିକା…

ଓ୍ବାଶିଂଟନ,୨୬।୧୦ : କୋଭିଡ ମହାମାରୀ ସହ ଲଢ଼େଇ ସମୟରେ ଭାରତ ନିଜର ସାମର୍ଥ୍ୟକୁ ହୃଦୟଙ୍ଗମ କରିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ପୃଥିବୀକୁ କରୋନା...

ଜେଲରୁ ଭିଡିଓ ଜାରି କଲେ ଲସ୍କର ନେତା ମକ୍କି, କହିଲେ ଅଲକାଏଦା ଅବା ଆଇଏସ ସହ ନାହିଁ କୌଣସି ସମ୍ପର୍କ

ଲାହୋର,୨୦ ।୧: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଏବା(ଏଲଟିଇ)ର ଉପ ନେତା ଅବଦୁଲ ରହମାନ ମକ୍କି ଗୁରୁବାର ଲାହୋରର କୋଟ ଲଖପତ ଜେଲରୁ ଏକ ଭିଡିଓ...

ପେଙ୍ଗୁଇନ୍‌ ଗଲା ଥାନାକୁ

ଓ୍ବେଲିଙ୍ଗ୍‌ଟନ,୧୯।୭: ନ୍ୟଜିଲାଣ୍ଡର ଓ୍ବେଲିଙ୍ଗଟନ୍‌ରେ ଏକ ଜାପାନୀ ମିଠାଇ ଦୋକାନରେ ଦୁଇଟି ପେଙ୍ଗୁଇନ ବାରମ୍ବାର ପଶି ଦେକାନୀଙ୍କୁ ସମସ୍ୟାରେ ପକାଉଥିଲେ। ସେମାନଙ୍କୁ ଦୋକାନରୁ ବାହାର କଲା ପରେ...

କାଉଡ଼ି ଯାତ୍ରା ସମୟରେ କୋଭିଡ ପ୍ରୋଟୋକଲ ପାଳନ-ଆରଟି ପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଲକ୍ଷ୍ନୌ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା ପାରମ୍ପରିକ କାଉଡ଼ି ଯାତ୍ରା ପାଇଁ ଉତ୍ତରପ୍ରଦେଶ ସରକାର ପ୍ରସ୍ତୁତ ହେଲେଣି। ହେଲେ କରୋନାକୁ ଦୃଷ୍ଟିରେ ରଖି ଯାତ୍ରା...

Advertisement
Archives

Model This Week