Posted inଜାତୀୟ

ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଏନ୍‌ପିଆର୍‌ ପାଇଁ ମୋଦି ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍‌ଆର୍‌ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍‌ପିଆର୍‌) ଲାଗି ଯୋଜନା କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ କିଛି ମାସ ମଧ୍ୟରେ ଆରମ୍ଭ ହେବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କ୍ୟାବିନେଟ୍‌ରେ ୩ ହଜାର ୯ ଶହ ୪୧ କୋଟି ଟଙ୍କାର ବ୍ୟୟ ବରାଦ ଦାଖଲ କରାଯାଇଛି। ଏନ୍‌ପିଆର୍‌ ସହାୟତାରେ ନାଗରିକଙ୍କ ଚିହ୍ନଟ ପାଇଁ ଏକ ଡାଟାବେସ୍‌ ପ୍ରସ୍ତୁତ କରାଯିବ। ଏଥିରେ ବାୟୋମେଟ୍ରିକ୍‌ ତଥ୍ୟ ମଧ୍ୟ ରହିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri