Posted inଜାତୀୟ

ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ

ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ଏହାର ଇଟାଲୀ ଭାଷାରେ ଅନୁବାଦ ପଠାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜସ୍ଥାନ ଯୋଧପୁରରେ ଆୟୋଜିତ ସିଏଏ ସମର୍ଥନ ସଭାରେ କହିଛନ୍ତି। ସିଏଏ ଉପରେ ବିରୋଧି ଦଳଙ୍କ ସହିତ ଆଲୋଚନା ପାଇଁ ସେ ପ୍ରସ୍ତୁତ ଥିବା କହିଛନ୍ତି। ବିରୋଧି ଦଳଗୁଡ଼ିକ ଜାଣିଶୁଣି ସିଏଏ ନେଇ ଲୋକଙ୍କ ମଧ୍ୟରେ ଭ୍ରମ ସୃଷ୍ଟି କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ କୁଖ୍ୟାତ ହିଜବୁଲ ମୁଜାହିଦ୍ଦିନ ଜିଲା କମାଣ୍ଡର ନିହତ

ଡୋଡା,୧୫।୧: ଜମ୍ମୁ-କଶ୍ମୀରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଡୋଡାରେ ହୋଇଥିବା ଏନ୍‌କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର ଜିଲା କମାଣ୍ଡର ହାରୁନ ହାଫଜ...

ମଝି ରାସ୍ତାରେ କାର୍‌ରେ ନିଆଁ ଲଗାଇ ଫାଇରିଙ୍ଗ୍‌ କଲେ ଯୁବକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମଥୁରା,୨୬।୯: ଉତ୍ତରପ୍ରଦେଶ ମଥୁରାରେ ଜଣେ ଯୁବକ ମଝିରାସ୍ତାରେ ନିଜ କାର୍‌କୁ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ଏହା ସହିତ ସେ ଫାଇରିଙ୍ଗ୍‌ ମଧ୍ୟ କରିଛନ୍ତି। ଯୁବକ...

ସିଏଏ, ଏନ୍‌ଆର୍‌ସିକୁ ନେଇ ପାର୍ଲାମେଣ୍ଟରେ ଅଚଳାବସ୍ଥା

ନୂଆଦିଲ୍ଲୀ,୪ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସୋମବାର ପାର୍ଲାମେଣ୍ଟରେ ବିରୋଧୀ ସଦସ୍ୟମାନେ...

ପଶ୍ଚିମବଙ୍ଗରେ ରହୁଥିବା ସବୁ ବାଂଲାଦେଶୀ ଭାରତୀୟ: ମମତା

କାଲିଆଗଞ୍ଜ, ୪ା୩ (ପି.ଟି.): ବାଂଲାଦେଶରୁ ଆସି ପଶ୍ଚିମବଙ୍ଗରେ ରହୁଥିବା ଓ ଏଠାରେ ଭୋଟ ଦେଇଆସୁଥିବା ଲୋକମାନେ ଭାରତୀୟ ନାଗରିକ। ସେମାନଙ୍କୁ ନାଗରିକତା ପାଇଁ ପୁଣିଥରେ ଆବେଦନ...

ବିମାନ କମ୍ପାନୀଙ୍କୁ ୨୮ ଜୁଲାଇ ପର୍ଯ୍ୟନ୍ତ ସମୟ ଦେଲେ ଡିଜିସିଏ…

ନୂଆଦିଲ୍ଲୀ, ୧୯।୭ : ଉଡ଼ାଣ ସମୟରେ ବିମାନରେ ଘଟୁଥିବା ତ୍ରୁଟି କ୍ରମାଗତ ବଢ଼ିବାରେ ଲାଗିଛି। ଏସମ୍ପର୍କରେ ଡିଜିସିଏ କଡା ଆଭିମୁଖ୍ୟ ଗ୍ରହଣ କରିଛି। ଡିଜିସିଏ ଜୁଲାଇ...

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଅବଧି ବଢ଼ିଲା: ପ୍ରସ୍ତାବ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨ା୭(ପି.ଟି.): ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବ ସୋମବାର ରାଜ୍ୟସଭାରେ ଗୃହୀତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଉକ୍ତ...

କର୍ନାଟକ ଉପନିର୍ବାଚନ ପାଇଁ ୧୩ ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ପ୍ରାର୍ଥୀ କଲା ଭାଜପା

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୭ ଅଯୋଗ୍ୟ ଘୋଷିତ ବିଧାୟକଙ୍କ ମଧ୍ୟରୁ ୧୫ ଜଣ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିଲେ। ଏହାପରେ...

ୟୁକ୍ରେନ୍‌ ସଙ୍କଟ: କ’ଣ କରିବ ଭାରତ

ନୂଆଦିଲ୍ଲୀ, ୧୫ା୨: ୟୁକ୍ରେନ୍‌ ପ୍ରସଙ୍ଗରେ ରୁଷିଆକୁ ଘେରିବାକୁ ଉଦ୍ୟମ କରୁଛନ୍ତି ନାଟୋ ଦେଶ। ଆମେରିକା ଓ ପାଶ୍ଚାତ୍ୟ ଦେଶ ମସ୍କୋ ଉପରେ ଚାପ ପକାଇବାକୁ ସବୁ...

Advertisement
Archives

Model This Week