Posted inଜାତୀୟ

ସିଏଏ ପ୍ରତ୍ୟାହାର କଲେ ମୋଦିଙ୍କ ସହ ଆଲୋଚନା: ସର୍ତ୍ତ ବାଢ଼ିଲେ ମମତା ବାନାର୍ଜୀ

କୋଲକାତା,୨୯ା୧: ସିଏଏକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ତା’ ପୂର୍ବରୁ ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରିବାକୁ ପଡ଼ିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସର୍ତ୍ତ ବାଢ଼ିଛନ୍ତି। ଟିଏମ୍‌ସି ନେତ୍ରୀ ମମତା ମଙ୍ଗଳବାର କହିଛନ୍ତି, କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ବିକ୍ଷୋଭ କରିବା ଫଳରେ ବିରୋଧୀ ଦଳଗୁଡ଼ିକ ଦେଶବିରୋଧୀ ହୋଇଯାଉନାହାନ୍ତି। ଏହା ଭଲ ଯେ ପ୍ରଧାନମନ୍ତ୍ରୀ ସିଏଏ ସମ୍ପର୍କରେ ଆଲୋଚନା କରିବାକୁ ଚାହୁଁଛନ୍ତି। ତେବେ ଏହାକୁ କେନ୍ଦ୍ର ସରକାର ପ୍ରଥମେ ପ୍ରତ୍ୟାହାର କରନ୍ତୁ। ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌କୁ ପଶ୍ଚିମବଙ୍ଗରେ ଲାଗୁ କରାଇ ଦିଆଯିବ ନାହିଁ ବୋଲି ସେ ଦୋହରାଇଛନ୍ତି। ପ୍ରକାଶ ଯେ, ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଗୃହୀତ ହୋଇଛି। କେରଳ, ପଞ୍ଜାବ ଓ ରାଜସ୍ଥାନ ପରେ ପଶ୍ଚିମବଙ୍ଗ ହେଉଛି ଏପରି ପଦକ୍ଷେପ ନେବାରେ ଚତୁର୍ଥ ରାଜ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri