Posted inଜାତୀୟ

ସିଏଏ ବିରୋଧରେ ହିଂସା: ୨୨ ବିଶ୍ୱବିଦ୍ୟାଳୟରେ ଅଶାନ୍ତି; ଆସାମରେ ୪ ମୃତ ୧୯୦ରୁ ଅଧିକ ଗିରଫ; ୩ ହଜାରରୁ ଅଧିକ ଅଟକ

ନୂଆଦିଲ୍ଲୀ,୧୭।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶର ୨୨ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ବଢ଼ିଚାଲିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ପ୍ରଶାସନ ପକ୍ଷରୁ ଉଦ୍ୟମ ହେଉଥିଲେ ମଧ୍ୟ ସଫଳତା ମିଳିପାରୁ ନାହିଁ। ଆସାମରେ ଏହାକୁ ନେଇ ଘଟିଥିବା ହିଂସାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୧୯୦ଜଣ ଲୋକଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ କଂଗ୍ରେସକର୍ମୀ ଥିବା କୁହାଯାଉଛି। ସେହିପରି ୩ ହଜାର ଲୋକଙ୍କ ଅଟକ ରଖାଯାଇଛି। ତେବେ ହିଂସା ପଛରେ ରାଜନୈତିକ ଶକ୍ତି ଥିବାର ଅନୁମାନ କରାଯାଉଛି। ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବା ଆସାମ ଡିଜିପି ଭାସ୍କର ଜ୍ୟୋତି ମହାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଦିନର ପୂଜା ପରେ ବ୍ରାହ୍ମଣଙ୍କୁ ଦକ୍ଷିଣା ରୂପରେ ମିଳିଲା ୯ ଲକ୍ଷ ଟଙ୍କାର ନକଲି ନୋଟ୍‌

ସୀତାପୁର, ୨୭।୮- ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଚକିିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ୪୦ ଜଣ ବ୍ରାହ୍ମଣ ୧୧ ଦିନ ଧରି ଘରେ...

ଉତ୍ତର ଭାରତରେ ଶୀତ ଲହରୀ: ୪ରାଜ୍ୟକୁ ରେର୍ଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୯।୧୨: ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ହାଡଭଙ୍ଗା ଶୀତ ପରିଲକ୍ଷିତ ହୋଇଛି। ଏହା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ରବିବାର ସୁଦ୍ଧା ଦିଲ୍ଲୀ ତାପମାତ୍ରା...

୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଗଠନ ହେଲା ଟାସ୍କ ଫୋର୍ସ

ନୂଆଦିଲ୍ଲୀ,୨୪।୫: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏବେଠାରୁ ନିଜର ରଣନୀତି ପ୍ରସ୍ତୁତ କରିବାକୁ ଲାଗିପଡ଼ିଲାଣି। ମଙ୍ଗଳବାର ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ...

ଏପ୍ରିଲ ପରେ ହେବ ଜମ୍ମୁ-କଶ୍ମୀର ନିର୍ବାଚନ

ନୂଆଦିଲ୍ଲୀ,୧୦ା୮: ଆସନ୍ତା ବର୍ଷ ଏପ୍ରିଲ ପରେ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। କାରଣ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ବିଧାନସଭା କ୍ଷେତ୍ରର...

ପାରିବାରିକ ଉତ୍ସବରେ ଯୋଗ ଦେଇ ପାରିବେ କଏଦୀ, ହାଇକୋର୍ଟ…

ଚଣ୍ଡିଗଡ଼,୩୧।୧୦: ଦୋଷୀ ସାବ୍ୟସ୍ତ ହୋଇ ଜେଲରେ କାରାଦଣ୍ଡାଦେଶ ଭୋଗୁଥିବା କଏଦୀ ଗୁରୁତ୍ୱପୂର୍ଣ୍ଣ ପାରିବାରିକ ଉତ୍ସବରେ ଯୋଗ ଦେଇପାରିବେ। ସେମାନଙ୍କୁ ଏଥିରୁ ବଞ୍ଚିତ କରିହେବ ନାହିଁ ବୋଲି...

ପରସ୍ପରକୁ ପ୍ରଶଂସା, ମୋଦିଙ୍କୁ ଟାର୍ଗେଟ: ୨୪ ବର୍ଷ ପରେ ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନ୍‌ପୁରୀ,୨୦ା୪(ପି.ଟି.): ଦୀର୍ଘ ୨୪ ବର୍ଷର ଶତ୍ରୁତାକୁ ଭୁଲି ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ଉତ୍ତରପ୍ରଦେଶର ଦୁଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଓ...

ଆଜି ମୁକୁଟ ପିନ୍ଧିବେ ସିଦ୍ଧୁ: ପ୍ରଥମେ କ୍ୟାପଟେନ୍‌ଙ୍କ ସହ ପିଇବେ ଚା’

ଚଣ୍ଡିଗଡ,୨୩।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନୂତନ ସଭାପତିି ନବଜୋତ ସିଂ ସିଦ୍ଧୁ କିଛି ସମୟ ମଧ୍ୟରେ ଦାୟିତ୍ୱ ଗ୍ରହଣ କରିବେ। ଶୁକ୍ରବାର ସେ ମୁଖ୍ୟମନ୍ତ୍ରୀ କ୍ୟାପଟେନ...

ସୁଶୀଲ ମୋଦିଙ୍କ ଟୁଇଟ୍‌କୁ ହଟାଇଲା ଟୁଇଟର

ପାଟନା,୨୬ ।୧୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ପୂର୍ବତନ ମୁଖମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ଭିତିରିଆ...

Advertisement
Archives

Model This Week