Posted inଜାତୀୟ

ସିଏଏ ବିରୋଧ ପ୍ରଦର୍ଶନ ପରେ ପ୍ରଥମଥର ଗୁଆହାଟି ପହଞ୍ଚିଲେ ମୋଦି

ଗୁଆହାଟି, ୭।୨: ଐତିହାସିକ ବୋଡୋ ଏଗ୍ରିମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଥମଥର ପାଇଁ ଆସାମ ଗସ୍ତ କରିଛନ୍ତି। କୋକରାଝରରେ ପହଞ୍ଚିବା ପରେ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସ୍ବାଗତ କରିଥିଲେ। ସେହି ସମୟରେ ରାଜ୍ୟପାଳ ଜଗଦୀଶ ମୁଖି ମଧ୍ୟ ଉପସ୍ଥିତ ରହିଥିେଲେ। ବୋଡୋ ବାହୁଲ୍ୟ କୋକରାଝରରେ ଏଗ୍ରିମେଣ୍ଟର ଉତ୍ସବ ପାଳନରେ ମୋଦି ଯୋଗଦେବେ। ଏହାପରେ ସେ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ନିକଟରେ ଆସାମରେ ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ବଡ଼ ଧରଣରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ପ୍ରଦର୍ଶନ ଯୋଗୁ ଗତ ମାସରେ ମୋଦିଙ୍କ ଗସ୍ତ ବାତିଲ ହୋଇଥିଲା। ତେବେ ବିରୋଧ ପ୍ରଦର୍ଶନ ପରେ ଏହା ମୋଦିଙ୍କ ପ୍ରଥମ ଆସାମ ଗସ୍ତ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri