Advertisement
Posted inଜାତୀୟ

ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ

ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ ମୋଦି କହିଛନ୍ତି ଯେ, ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ନାଗରିକତ୍ୱରେ ବାଧା ସୃଷ୍ଟି ହେବ ନାହିଁ। ଏହି ଆଇନ ଦ୍ୱାରା ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ୨୦୧୫ ପୂର୍ବରୁ ଆସିଥିବା ଅଣ-ମୁସଲ୍‌ମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରାଯିବ। ଏଥିରେ ସେ ଧାର୍ମିକ ନେତା ସଦ୍‌ଗୁରୁଙ୍କର ଏକ ଭିଡ଼ିଓ ମଧ୍ୟ ଶେୟାର କରିଛନ୍ତି। ସଦ୍‌ଗୁରୁ ଲୋକଙ୍କ ମଧ୍ୟରେ ସିଏଏ ନେଇ ଥିବା ଭ୍ରମ ସମ୍ପର୍କରେ ଅବଗତ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ମେହେବୁବାଙ୍କ ତ୍ରିରଙ୍ଗା ବୟାନକୁ ନେଇ ବର୍ଷିଲେ ସଞ୍ଜୟ

ମୁମ୍ବାଇ,୨୮ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତ୍ରିରଙ୍ଗାକୁ ନେଇ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଶିବସେନା ପ୍ରବକ୍ତା...

ରିୟାଙ୍କ ବିରୋଧରେ ଜାରି ହୋଇପାରେ ଲୁକ୍‌ଆଉଟ ନୋଟିସ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧।୮: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ସୂତ୍ର ଅନୁସାରେ ବିହାର...

ରେଖା ଗୁପ୍ତାଙ୍କୁ ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୭।୧୨: ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ରେଖା ଗୁପ୍ତାଙ୍କ ନାମ ଭାଜପା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଆଜି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ...

ଆଖୁ ଚାଷୀଙ୍କ ପାଇଁ ବଡ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧୨: ଆଖୁ ଚାଷୀଙ୍କ ପାଇଁ ବୁଧବାର ବଡ ଘୋଷଣା କରିଚନ୍ତି କେନ୍ଦ୍ର ସରକାର। ଆଖୁ ଚାଷୀମାନଙ୍କୁ ୩୫୦୦ କୋଟି ଟଙ୍କା ରପ୍ତାନି ସବସିଡି, ୧୮ ହଜାର...

ନାସିକ ରେଳଷ୍ଟେଶନରେ ଆରମ୍ଭ ହେଲା ଅକ୍ସିଜେନ୍‌ ପାର୍ଲର

ନାସିକ,୨୩।୧୨: ମହାରାଷ୍ଟ୍ର ନାସିକ ରେଳଷ୍ଟେଶନରେ ଯାତ୍ରୀମାନଙ୍କ ପାଇଁ ଅକ୍ସିଜେନ୍‌ ପାର୍ଲରର ଶୁଭାରମ୍ଭ କରାଯାଇଛି। ଦେଶର ପ୍ରଥମ ରେଳଷ୍ଟେଶନ ଭାବେ ଏଠାରେ ଏଭଳି କରାଯାଇଥିବା କୁହାଯାଉଛି। ୧୦...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି।...

ଚାଇନା ସୀମାରେ ଯୁଦ୍ଧାଭ୍ୟାସ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୪ ।୮: ଚାଇନା ସୀମା(ଏଲଏସି)ରେ ଉତ୍ତେଜନା ଲାଗି ରହିଥିବା ବେଳେ ଭାରତ ଓ ଆମେରିକା ସେନା ଆସନ୍ତା ଅକ୍ଟୋବରରେ ଉତ୍ତରାଖଣ୍ଡର ଓଲିରେ ଯୁଦ୍ଧାଭ୍ୟାସ କରିବାକୁ ଯାଉଥିବା...

Advertisement
Archives

Model This Week