Posted inଜାତୀୟ

ସିଏଏ ହିଂସାକୁ ନେଇ ପୋଲିସର କାର୍ଯ୍ୟାନୁଷ୍ଠାନ: ଏଏମ୍‌ୟୁର ୧୦ହଜାର ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ

ଅଲିଗଡ଼,୨୮।୧୨: ଉତ୍ତରପ୍ରଦେଶର ଅଲିଗଡ ମୁସ୍‌ଲିମ୍‌ ୟୁନିଭର୍ସିଟି(ଏଏମ୍‌ୟୁ)ର ୧୦ ହଜାର ଅଜ୍ଞାତ ଛାତ୍ରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ପୋଲିସ କହିବା ଅନୁସାରେ, ଡିସେମ୍ବର ୧୫ରେ ଏଏମ୍‌ୟୁ କ୍ୟାମ୍ପସ୍‌ରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସୂଚନାଯୋଗ୍ୟ, ଏଏମ୍‌ୟୁ କ୍ୟାମ୍ପସ୍‌ରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆରସି)କୁ ନେଇ ଛାତ୍ରମାନେ ତୀବ୍ର ବିରୋଧ କରିଥିଲେ। ସେହି ସମୟରେ ପୋଲିସ ହିଂସାତ୍ମକ ପରିସ୍ଥିତିକୁ ରୋକିବାକୁ ଯାଇ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା। ଏହାପରେ ପୋଲିସ ଓ ଛାତ୍ରଙ୍କ ମଧ୍ୟରେ ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ଘଟଣା ସାମ୍ନାକୁ ଆସିଥିଲା। ଅପରପକ୍ଷେ ମୁଜଫରନଗରରେ ପ୍ରାୟ ୨ ସପ୍ତାହ ପରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri