Posted inଜାତୀୟ

ସିଏଏ ହିଂସାରେ ନଷ୍ଟ ହୋଇଥିବା ସମ୍ପତ୍ତିର ଭରଣା ପାଇଁ ୬ଲକ୍ଷ ଟଙ୍କା ଦେଲେ ସାଧାରଣ ଜନତା

ମିରଟ,୨୮।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ଯେଉଁଭଳି ହିଂସା ପ୍ରଦର୍ଶନ କରାଯାଇଥିଲା ସେଥିରେ ଉଭୟ ଧନ ଜୀବନ ହାନି ହୋଇଛି। ଯେଉଁ ସରକାରୀ ସମ୍ପତ୍ତି ନଷ୍ଟ ହୋଇଥିଲା ତାହାର ପରିମାଣ ସରକାରଙ୍କ ପକ୍ଷରୁ ଆକଳନ କରାଯାଇଥିଲା। ଉତ୍ତର ପ୍ରଦେଶ ବୁଲନ୍ଦସହରରେ ଯେଉଁ ସମ୍ପତ୍ତି ନଷ୍ଟ ହୋଇଛି ତା’ର ଭରଣା କରିବା ପାଇଁ ବୁଲନ୍ଦସହରର ସାଧାରଣ ଜନତା ୬.୨୭ ଲକ୍ଷ ଟଙ୍କାର ଏକ ଚେକ୍‌ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ସିଏଏକୁ ନେଇ ବୁଲନ୍ଦସହରରେ ଯେଉଁଭଳି ସ୍ଥିତି ଉପୁଜିଥିଲା ତାକୁ ମୁକାବିଲା କରି ଶାନ୍ତିର ବାତାବରଣ ଫେରାଇ ଆଣିଥିବାରୁ ଲୋକେ ଜିଲା ପ୍ରଶାସନର ପ୍ରଶଂସା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?