Posted inଜାତୀୟ

ସିଏଏ ହିଂସା: ଉତ୍ତରପ୍ରଦେଶ-ମଧ୍ୟପ୍ରଦେଶ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୧୨: ଦେଶରେ ସିଏଏକୁ ନେଇ ହିଂସା ଜାରି ରହିଛି। ଏହାକୁ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପୋଲିସ ମୁହାଁମୁହିଁ ହୋଇଛନ୍ତି। ମଧ୍ୟପ୍ରଦେଶ ଜବଲପୁରରେ ପୋଲିସ ହିଂସା ସମୟରେ ଏକ ଗାଡ଼ିର ଭଙ୍ଗାରୁଜା କରୁଥିବା ଘଟଣାର ଭିଡ଼ିଓ ଉତ୍ତରପ୍ରଦେଶ ପୋଲିସର ଫ୍ୟାକ୍ଟଚେକ୍‌ ବିଭାଗ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଥିଲା। ଡିସେମ୍ବର ୨୫ ସନ୍ଧ୍ୟା ୭ଟା ୪ରେ ଏକ ମିନିଟ୍‌ ୪୮ ସେକେଣ୍ଡର ଏହି ଭିଡ଼ିଓକୁ ଶେୟାର କରାଯାଇଥିଲା। ସୋସିଆଲ୍‌ ମିଡ଼ିଆରେ ଏହି ଭିଡ଼ିଓ ଭାଇରାଲ ହେବାପରେ ମଧ୍ୟପ୍ରଦେଶ ପୋଲିସ ବିଭାଗ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଛି। ଏନେଇ ଜବଲପୁର ଏସ୍‌ପି ଅମିତ ସିଂ କହିଛନ୍ତି ଯେ, ଏଭଳି ଭିଡ଼ିଓ ଉତ୍ତରପ୍ରଦେଶ ପୋଲିସ ପକ୍ଷରୁୁ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯିବା ଉଚିତ ନୁହେଁ। ଏହା ମଧ୍ୟପ୍ରଦେଶର ନୁହେଁ। ଏହାର ସତ୍ୟାସତ୍ୟର ଯାଞ୍ଚ୍‌ ଜାରି ରହିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ହିଂସାକାରୀଙ୍କୁ ଚିହ୍ନଟ ପାଇଁ ଉତ୍ତରପ୍ରଦେଶ ପୋଲିସ ପକ୍ଷରୁ ଏଭଳି ଭିଡ଼ିଓ ଶେୟାର କରାଯାଇ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri