Posted inଜାତୀୟ

ସିଏଏ ହିଂସା: ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ ଲକ୍ଷ୍ନୌକୁ ବ୍ୟାପିଲା

ଲକ୍ଷ୍ନୌ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସା ଏବେ ଦେଶର ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ଏନେଇ ବ୍ୟାପକ ପୋଡ଼ାଜଳା ହୋଇଛି। ଏବେ ଏହା ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌକୁ ବ୍ୟାପିଛି। ସୋମବାର ଲକ୍ଷ୍ନୌର ନଦଓ୍ବା କଲେଜରେ ଛାତ୍ରୀଛାତ୍ର ଏନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ରାସ୍ତା ରୋକ କରିବା ସହିତ ବିଭିନ୍ନ ସ୍ଲୋଗାନ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ଡିଏମ୍‌ ଏବଂ ଏସ୍‌ପି ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଛନ୍ତି। ତେବେ ଉତ୍ୟକ୍ତ ଛାତ୍ରୀଛାତ୍ର ସୁରକ୍ଷାକର୍ମୀଙ୍କ ଉପରକୁ ପଥର ମାଡ଼ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri