ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କାହା ସ୍ବାର୍ଥରେ ସରକାର ଖୋଲା ବଜାରରୁ ୧୨,୧୩୦ କୋଟି ଟଙ୍କାର ଋଣ ଆଣିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାଛଡ଼ା ପୂର୍ତ୍ତ ବିଭାଗରେ ଟଙ୍କା ଖର୍ଚ୍ଚ ଦେଖାଇ ଏହାକୁ ଆତ୍ମସାତ କରାଯାଇଥିବା ସେ ଅଭିଯୋଗ କରିଛନ୍ତି।

ସେ କହିଛନ୍ତି, ୧ଶହ କିମି ରାସ୍ତା ପାଇଁ ୨୨୯ କୋଟି ମଞ୍ଜୁର ହୋଇଥିଲା। ହେଲେ ମାତ୍ର ୪୮ କିମି ରାସ୍ତା କରାଯାଇ ଟଙ୍କାକୁ ହଡ଼ପ କରାଯାଇଛି। ରାଜ୍ୟ ସରକାର ୧୩୦ କୋଟିରେ ଆଳୁ ମିଶନ ଆରମ୍ଭ କରିଥିଲେ ମାତ୍ର ଏଥିଲାଗି ୨୬ କୋଟି ଖର୍ଚ୍ଚ ହୋଇଛି। ଚିଟ୍‌ଫଣ୍ଡ ପାଇଁ ୩ଶହ କୋଟିର କର୍ପସ ପାଣ୍ଠି କରିଥିଲେ ହେଁ କାହାରିକୁ ଟଙ୍କା ଫେରାଯାଇନାହିଁ ବୋଲି ସେ ମଧ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri