ସିଏମ୍‌ଆରଏଫକୁ ୧ ଲକ୍ଷ ଦେଲେ ବ୍ଲକ ଅଧ୍ୟକ୍ଷ

ସୋନପୁର,୩୦।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ କରୋନା ମୁକାବିଲା ପାଇଁ ସିଏମ୍‌ଆରଏଫ(ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଡି)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ଭୋଇ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି ଲକ୍ଷେ ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri