ସିଏମ୍‌ସି କମିଶନର ଭାବେ ଯୋଗଦେଲେ ଅନନ୍ୟା ଦାସ

କଟକ ଅଫିସ, ୨୪।୬: କଟକ ମହାନଗର ନିଗମ(ସିଏମ୍‌ସି)ର କମିଶନର ଭାବେ ଅନନ୍ୟା ଦାସ ସୋମବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସହରର ଉନ୍ନତିମୂଳକ କାର୍ଯ୍ୟପ୍ରତି ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସହରବାସୀ ଯେପରି ଜଳବନ୍ଦୀରୁ ମୁକ୍ତି ପାଇପାରିବେ ସେ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅନନ୍ୟା ସୂଚନା ଦେଇଛନ୍ତି। ପୂର୍ବରୁ ସେ ଭୁବନେଶ୍ୱର ମହାନଗର ନିଗମର ଆଡିସନାଲ କମିଶନର ଭାବେ କାର୍ଯ୍ୟରତ ଥିଲେ। ସେ ୨୦୧୫ ବ୍ୟାଚ୍‌ର ଗୁଜରାଟ କ୍ୟାଡରର ଆଇଏଏସ୍‌ ଅଫିସର।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ହେବ ଦୀପିକା,ଦିନେଶ ମାମଲାର ଶୁଣାଣି

ଭୁବନେଶ୍ୱର, ୧୪ ।୧୦(ବ୍ୟୁରୋ): ବ୍ରହ୍ମପୁରର ଚର୍ଚ୍ଚିତ ଦୀପିକା ଓ ଦିନେଶ ମାମଲାର ଶୁଣାଣି ଶୁକ୍ରବାର ମହିଳା କମିଶନଙ୍କ ନିକଟରେ ହେବ । ପୂର୍ବରୁ ଦୀପିକା ମହିଳା...

୨୪ ଘଣ୍ଟାରେ ବଦଳିଲା ସ୍ବର: ଛୁଟିରେ ଯିବାକୁ ଆବେଦନ,ନିଜକୁ ମାନସିକ ରୋଗୀ କହିଲେ

ପୁରୀ ଅଫିସ,୭।୬: ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଏବଂ ଜିଲା ଅବକାରୀ ଅଧୀକ୍ଷକଙ୍କ...

ତଥ୍ୟ ଦେଉନାହାନ୍ତି କେନ୍ଦ୍ରୀୟ ସଂସ୍ଥା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ମହାନଦୀ ଜଳ ବିବାଦ ମାମଲା ଘୁଞ୍ଚି ଘୁଞ୍ଚି ଯାଉଛି। କେନ୍ଦ୍ରୀୟ ସଂସ୍ଥା ଉଭୟ ଓଡ଼ିଶା କିମ୍ବା ଛତିଶଗଡ଼କୁ ତଥ୍ୟ ଦେଉନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ...

ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା...

ଢିଙ୍କିଆରେ ପୋଲିସର ଲାଠିମାଡ଼ ଘଟଣା: ଗୃହ ବିଭାଗକୁ ରିପୋର୍ଟ ତଲବ କଲେ ହାଇକୋର୍ଟ

କଟକ ଅଫିସ,୨୧ା୧: ଜଗତ୍‌ସିଂହପୁର ଜିଲା ଢିଙ୍କିଆରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଲାଠିମାଡ଼ ଘଟଣାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ନିକଟରୁ ଷ୍ଟାଟସ୍‌ ରିପୋର୍ଟ...

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ...

ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି। ଜୁନ୍‌ ୧ରୁ ଜୁନ ୧୭ ପର୍ଯ୍ୟନ୍ତ ଅର୍ଥାତ୍‌ ୧୬ ଦିନ ସରକାର ଲକଡାଉନ ବଢାଇ ଦେଇଛନ୍ତି। ରବିବାର...

କୋଭିଡ୍‌ କଟକଣା ମାନିଲେନି ପ୍ରାର୍ଥୀ

ଜଗତ୍‌ସିଂହପୁର ଅଫିସ, ୨୨ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ଦିନରେ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାର ମୋଟ ୨୬ ଜିଲା ପରିଷଦ ଆସନ ପାଇଁ ୧୦୬...

Advertisement
Archives

Model This Week