ସିଗାରେଟ୍‌ଠାରୁ ବି ଅଧିକ କ୍ଷତିକାରକ ଏହି ଧୂଆଁ…

ନୂଆଦିଲ୍ଲୀ: ସିଗାରେଟ୍‌ ଟାଣିବା ଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ତେବେ ସିଗାରେଟ୍‌ଠାରୁ ମଧ୍ୟ ଅଧିକ କ୍ଷତି କାରକ ସାବ୍ୟସ୍ତ ହୋଇଥାଏ ମଶାଧୂପ। ମଶାଦାଉରୁ ରକ୍ଷା ପାଇବା ପାଇଁ କେତେକ ଘରେ ମଶାଧୂପ ଜଳାଇଥାନ୍ତି। ଏହା ଦ୍ୱାରା ମଶା ସାମୟିକ ଭାବେ ଦୂରେଇ ଗଲେ ମଧ୍ୟ ଏଥିରୁ ନିର୍ଗତ ହେଉଥିବା ଧୂଆଁ ଯୋଗୁ ବିଭିନ୍ନ ଶ୍ୱାସ ସମସ୍ୟା ସୃଷ୍ଟି ହୋଇଥାଏ। ଏହି ଧୂଆଁ ତ୍ୱଚା ଏବଂ ଆଖି ଉପରେ ମଧ୍ୟ ଖରାପ ପ୍ରଭାବ ପକାଇଥାଏ ବୋଲି ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଏହାର ଧୂଆଁ ଫୁସଫୁସ୍‌ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। ଏହାଯୋଗୁ କେତେକଙ୍କଠାରେ ସାମାନ୍ୟ କଥାରେ ଭୟ ପାଇ ଥରିବା ଭଳି ସମସ୍ୟା ମଧ୍ୟ ଦେଖାଦେଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ଟି ଯୋଗାସନ କରିବା ଦ୍ୱାରା ସୁସ୍ଥ ରହିଥାଏ ହାର୍ଟ

ସ୍ବାସ୍ଥ୍ୟ ଏବଂ ସୁସ୍ଥତା ବଜାୟ ରଖିବା ପାଇଁ ଯୋଗ ହିଁ ନିତ୍ୟାନ୍ତ ଆବଶ୍ୟକ। ଯୋଗ ଅଭ୍ୟାସ ଦ୍ୱାରା ଉଭୟ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧୀୟ...

ରେନ୍‌ବୋ ଫ୍ୟାଶନ

କଲରଫୁଲ୍‌ ଗେଟ୍‌ଅପ୍‌ ଯୁବପିଢିଙ୍କର ସବୁବେଳେ ପସନ୍ଦ। ଏମିତିରେ କିଛିଦିନ ହେବ ସପ୍ତରଙ୍ଗୀ ବା ରେନ୍‌ବୋ କଲର ଆଉଟଫିଟ୍‌ କଲେକ୍ସନ୍‌ ସେମାନଙ୍କ ଲାଗି ଲାଟେଷ୍ଟ ଫ୍ୟାଶନ୍‌ ଷ୍ଟେଟ୍‌ମେଣ୍ଟ...

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ...

ଘରେ ଏପରି ଶିଡ଼ି ଥିଲେ ହୋଇଥାଏ କ୍ଷତି : ଜାଣନ୍ତୁ ଏଥିରୁ ରକ୍ଷାପାଇବାର ଉପାୟ

ପ୍ରାୟ ସମସ୍ତଙ୍କ ଘରେ ପାହାଚ ରହିଛି। ତେବେ ବାସ୍ତୁଶାସ୍ତ୍ରରେ ପାହାଚ ପାଇଁ କିଛି ନିୟମ ରହିଛି। ଯାହାକୁ ପାଳନ କରିବା ଦ୍ୱାରା ପରିବାରର ସୁଖ ଓ...

ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ବଦଳାଇବ ୨୦୨୨; ଚାକିରି, ଶିକ୍ଷା, ବ୍ୟାପାର, ପ୍ରେମ ଆଦି କ୍ଷେତ୍ରରେ…

ଆସୁଛି ନୂଆବର୍ଷ। ଏହାକୁ ନେଇ ଆରମ୍ଭ ହୋଇଛି କଳ୍ପନାଜଳ୍ପନା। ଆଜି ଆମେ ଆପଣଙ୍କୁ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ନୂତନ ବର୍ଷ କିଭଳି ରହିବ, କାହାକୁ କାହାକୁ ଶୁଭଫଳ...

ବନାରସ ଯାଉଥିଲେ ବା ଯିବାକୁ ଯୋଜନା କରିଥିଲେ…

ଆଧ୍ୟାତ୍ମିକ ଓ ସଙ୍କିର୍ତ୍ତନର ସହର ବନାରସ। ଯେଉଁ ସହରରେ ନା ରେ ରହିଛି ରସ। ତେବେ ସେହି ସହରର ଖାଦ୍ୟ ପଦାର୍ଥ କେତେ ସ୍ବାଦିଷ୍ଠ ହୋଇ...

ଏସବୁ ପାଇଁ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଅଧିକ ଦେଖାଦିଏ…

ନୂଆଦିଲ୍ଲୀ: କେତେକ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେଇଥାଏ। ଏହାପଛରେ କିଛି କାରଣ ରହିଛି। ସାଧାରଣତଃ ମହିଳାମାନେ ଘରେ ଅଧିକ ସମୟ କାମ କରନ୍ତି। ସକାଳୁ ଉଠି...

ସଙ୍କଟ ସମୟରେ ବୁଦ୍ଧିମାନ ବ୍ୟକ୍ତିଙ୍କୁ କ’ଣ କରିବା ଉଚିତ ? ଚାଣକ୍ୟ କହିଲେ ଏମିତି

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ଶ୍ଳୋକ ମାଧ୍ୟମରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବର୍ଣ୍ଣନା କରିଛନ୍ତି । ଯାହାକୁ...

Advertisement
Archives

Model This Week