ସିଙ୍ଗାପୁରରେ ପ୍ରଥମ କରୋନା ମୃତ୍ୟୁ

ସିଙ୍ଗାପୁର,୨୧।୩: କରୋନା ଭାଇରସ କଥା ଉଠିଲେ ଆପଣାଛାଏଁ ମନକୁ ଆସି ଯାଉଛି ଏଥିରେ ବୃଦ୍ଧି ପାଇଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନା ଏବେ ସିଙ୍ଗାପୁରରେ ବି ତା’ର ପ୍ରଭାବ ଦେଖାଇ ଦେଇଛି। ଶନିବାର ସୁଦ୍ଧା କରୋନା ସଂକ୍ରମଣରେ ସିଙ୍ଗାପୁରରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ଆସିଛି। ଏଥିରେ ଜଣେ ୬୪ ବର୍ଷ ବୟସର ବ୍ୟକ୍ତି ଥିବା ବେଳେ ଅନ୍ୟ ଜଣେ ୭୫ ବର୍ଷର ମହିଳା ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଶୁକ୍ରବାର  ୪୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୩୮୫ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri