Posted inଜାତୀୟ

ସିଜେଆଇଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ: ତଦନ୍ତ କମିଟିରେ ହାଜର ହେଲେ ମହିଳା

ନୂଆଦିଲ୍ଲୀ,୨୭ା୪(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ସୁପ୍ରିମକୋର୍ଟର ପୂର୍ବତନ ମହିଳା କର୍ମଚାରୀ ଶୁକ୍ରବାର ଇନ୍‌ହାଉସ୍‌ ତଦନ୍ତ କମିଟିରେ ହାଜର ହୋଇଛନ୍ତି। ଅଭିଯୋଗର ତଦନ୍ତ ଲାଗି ଜଷ୍ଟିସ୍‌ ଏସ.ଏ. ବୋବ୍‌ଡେଙ୍କ ନେତୃତ୍ୱରେ ଜଷ୍ଟିସ୍‌ ଇନ୍ଦୁ ମାଲହୋତ୍ରା ଏବଂ ଇନ୍ଦିରା ବାନାର୍ଜୀଙ୍କୁ ନେଇ ତିନିଜଣିଆ କମିଟି ଗଠନ କରାଯାଇଛି। ଅଭିଯୋଗକାରିଣୀଙ୍କ ସମେତ ସୁପ୍ରିମକୋର୍ଟର ସେକ୍ରେଟାରୀ ଜେନେରାଲ ମଧ୍ୟ ଉକ୍ତ କମିଟିରେ ହାଜର ହୋଇଥିଲେ। ତେବେ ଶୁଣାଣିରେ ଭାଗନେବାକୁ କେବଳ ମହିଳାଙ୍କୁ ଅନୁମତି ମିଳିଥିଲା। ତାଙ୍କ ସହ ଆସିଥିବା ଓକିଲଙ୍କୁ ମଧ୍ୟ ଶୁଣାଣି ପ୍ରକ୍ରିୟାରେ ସାମିଲ ହେବାକୁ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ଉପରେ ୧୧ ଦିନ ଆଇସୋଲେଶନ୍‌ରେ ରହିଲେ କରୋନା ଆକ୍ରାନ୍ତ…

ହାଇଦ୍ରାବାଦ୍‌,୧୭।୫: ଏବେ ସୋସିଆଲ ମିଡ଼ିଆରେ ଜଣେ କରୋନା ଆକ୍ରାନ୍ତଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ତେଲଙ୍ଗାନାରେ କରୋନାରେ ଆକ୍ରାନ୍ତ ହୋଇଥିବା ୧୮ ବର୍ଷ ବୟସ୍କ ଜଣେ...

୫୦ ଥର ମୋ ଘର ନେଇଗଲେ ବି ମୁଁ ଓ୍ବାୟନାଡ-ଭାରତର ଲୋକଙ୍କ ସମସ୍ୟା ପ୍ରସଙ୍ଗରେ କହିବି: ରାହୁଲ…

ଓ୍ବାୟନାଡ,୧୧।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ୱାୟନାଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,. ମୋ...

‘ପାକିସ୍ତାନକୁ କଡ଼ା ଚେତାବନୀ’

ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ...

ବ୍ରାହ୍ମଣ ଭୋଟ୍‌କୁ ମାୟାବତୀଙ୍କ ଲୋଭ

ଲକ୍ଷ୍ନୌ,୧୯ା୭: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବ୍ରାହ୍ମଣଙ୍କ ଭୋଟକୁ ଲୋଭ କରିଛନ୍ତି ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ। ଗଣମାଧ୍ୟମକୁ ସୂଚନା...

କରୋନା ସଂକ୍ରମଣ: ଦେଶରେ ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୭।୭: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି।...

ବିହାର ବିଧାନସଭାର ୭୮ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ପାଟନା,୭ ।୧୧: ବିହାର ବିଧାନସଭାର ୭୮ ଆସନ ପାଇଁ ତୃତୀୟ ବା ଚୁଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ୧୬ ଜିଲାରେ ହେଉଥିବା...

‘ନୀତୀଶ କୁମାରଙ୍କୁ ଧୋକା ଦେଇଛି ଭାଜପା’

ପାଟନା,୧୦।୮: ବିହାରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ପରେ ଜେଡିୟୁ ଜାତୀୟ ସଭାପତି ଲଲାନ ସିଂ ଭାଜପାକୁ କଡ଼ ଟାର୍ଗେଟ୍‌ କରିଛନ୍ତି। ଭାଜପା ନୀତୀଶ କୁମାରଙ୍କ ପ୍ରତି...

ମହିଳା ତୀରନ୍ଦାଜଙ୍କ ଆତ୍ମହତ୍ୟା: ସୋନୁ ସୁଦ୍‌ଙ୍କଠାରୁ ପାଇଥିଲେ ଉପହାର

କୋଲକତା,୧୬।୧୨: ଭାରତର ଯୁବ ମହିଳା ତୀରନ୍ଦାଜ କୋନିକା ଲାୟାକ ଆତ୍ମହତ୍ୟା କରିଛନ୍ତି। ଝାଡ଼ଖଣ୍ଡର ଧାନବାଦ ନିବାସୀ ୨୬ ବର୍ଷୀୟ କୋନିକା ଚଳିତ ବର୍ଷ ଝାଡ଼ଖଣ୍ଡ ସରକାର...

Advertisement
Archives

Model This Week