Posted inଜାତୀୟ

ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌ ଲାଗୁ କରିବେନି ମମତା

କୋଲକାତା,୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର କହିଛନ୍ତି ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ଭଳି। ତେଣୁ ଆମେ ପଶ୍ଚିମବଙ୍ଗରେ ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି)କୁ ଲାଗୁ କରିବାକୁ ଦେବୁ ନାହିଁ ବୋଲି ସେ କହିଛନ୍ତି। ଅନ୍ୟ ରାଜନୈତିକ ଦଳ ମଧ୍ୟ ଏହାକୁ ଗ୍ରହଣ କରନ୍ତୁ ନାହିଁ ବୋଲି ମମତା କହିଛନ୍ତି। ସୂଚନାଯୋଗ୍ୟ, ଯେତେବେଳେ କେନ୍ଦ୍ର ସରକାର ସବୁ ରାଜ୍ୟରେ ୨୦୨୪ ସୁଦ୍ଧା ଏନ୍‌ଆର୍‌ସି ଲାଗୁ କରିବା କଥା କହିଥିଲେ ସେତେବେଳେ ବି ମମତା କହିଥିଲେ ପଶ୍ଚିମବଙ୍ଗରେ ଏହାକୁ ଲାଗୁ କରାଯିବାକୁ ଦିଆଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସକ୍ରିୟ ପିଲା ଚାଲାଣ ର଼୍ୟାକେଟ୍‌

ପାଟନା,୧୫।୬: ଦେଶରେ ଗୋଲାପୀ ସହର ଭାବେ ପରିଚିତ ଜୟପୁରରେ ଏକ ଅଭାବନୀୟ ଘଯଣା ଘଟିଛି। ବାହାର ରାଜ୍ୟରୁ ପିଲାଙ୍କୁ କିଣି ଜୟପୁରସ୍ଥିତ ଭଟ୍ଟା ବସ୍ତିରେ କାମ...

ଆସାମରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ହାଇ ଆଲର୍ଟ ଜାରି…

ଶ୍ରୀନଗର,୧୮।୧୦: ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ...

ଦେଶରେ କରୋନା ସ୍ଥିତି ଜଟିଳ: ୨୪ ଘଣ୍ଟାରେ ୭ ହଜାର ୪୬୬ ଜଣ ସଂକ୍ରମିତ, ୧୭୫ ମୃତ

ନୂଆଦିଲ୍ଲୀ,୨୯।୫:ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ୭ ହଜାର ୪୬୬ଟି ମାମଲା ସାମ୍ନାକୁ...

କରୋନାରୁ ସୁସ୍ଥ ହେବା ପରେ କରନ୍ତୁ ଯୋଗ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା...

ଦେଶର ପ୍ରଗତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଶିକ୍ଷିତ ହେବା ଆବଶ୍ୟକ: ଜେଲରେ ଥାଇ ଚିଠି ଲେଖିଲେ ସିସୋଡିଆ

ନୂଆଦିଲ୍ଲୀ,୭।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଠପଢା ଡିଗ୍ରୀକୁ...

ପ୍ରିୟଙ୍କାଙ୍କୁ ୟୁପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି

ନୂଆଦିଲ୍ଲୀ,୧୩ା୬: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଆଗାମୀ ୨୦୨୨ ବିଧାନସଭା ନିର୍ବାଚନରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ଲାଗି କର୍ମୀମାନେ ଦାବି...

ବିଦାୟ ଜେନେରାଲ…

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ...

ଧର୍ମ-ସମାଜ ଉପରେ ନିର୍ମିତ ଫିଲ୍ମର ସେନସର କରିବ ସନ୍ଥଙ୍କ ଧର୍ମ ସେନସର ବୋର୍ଡ !…

ନୂଆଦିଲ୍ଲୀ,୩।୧ : ବର୍ତ୍ତମାନ ଦେଶର ଧର୍ମ ଏବଂ ହିନ୍ଦୁ ଧର୍ମ ବିଶେଷଜ୍ଞମାନେ ଚଳଚ୍ଚିତ୍ର ଏବଂ ଟେଲିଭିଜନ ସିରିଏଲରେ ହିନ୍ଦୁ ଧର୍ମର ଅପମାନ ସହ ଜଡିତ ବିଷୟବସ୍ତୁ...

Advertisement
Archives

Model This Week