ସିଟି ହସ୍ପିଟାଲ ଘୋଷଣା ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଏହି ଦାବି ନେଇ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇ ଥିବାବେଳେ ଭାଜପା, ସଚେତନ ନାଗରିକ ମଞ୍ଚ ୩ ଘଣ୍ଟିଆ ଧାରଣାରେ ବସିଥିଲେ। ତେବେ ଅପରାହ୍ନ ୫ଟାରୁ ସହରର ବହୁ ସଂଖ୍ୟକ ମହିଳା, ପୁରୁଷ ସ୍ଥାନୀୟ ଭଟଲି ରୋଡ୍‌ ଏବଂ ଗୁରୁଦ୍ୱାର ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ସହରର ମୁଖ୍ୟରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri