ସିଦ୍ଧପୁର ଖେସରା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ରେଞ୍ଜ ସିଦ୍ଧପୁର ଖେସରା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଠମଲ୍ଲିକ ଜଙ୍ଗଲରେ ବୁଲୁଥିବା ୨୨ ଟିକିଆ ହାତୀପଲରେ ଥିବା ଦନ୍ତାଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଉକ୍ତ ଦନ୍ତାହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପ୍ରକାଶ କରିଛି। ଖବରପାଇ ଏସିଏଫ ଗୌରୀଶଙ୍କର ଦାଶ, ଜିତେନ୍ଦ୍ର କୁମାର ସାହୁ ଓ ଅନ୍ୟ କର୍ମଚାରୀ ପହଞ୍ଚି ପରିସ୍ଥିତ ଅନୁଧ୍ୟାନ କରିଥିଲେ। ବିଭିଓ ଦୀପକ ଷଡଙ୍ଗୀ, ପ୍ରାଣୀଧନ ଚିକିତ୍ସକ ବିନୟ ମହାନ୍ତି ମୃତ ହାତୀର ବ୍ୟବଚ୍ଛେଦ କରିବା ପରେ ତାହାକୁ ସେଠାରେ ପୋତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି।...

ପୁରୀ ବନ୍ୟପ୍ରାଣୀ ଡିଭିଜନ: ବର୍ଷା ସମ୍ଭାବନା ଯୋଗୁ ପକ୍ଷୀ ଗଣନା ଘୁଞ୍ଚିଲା

ପୁରୀ ଅଫିସ,୩ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶୁକ୍ରବାର ପକ୍ଷୀ ଗଣନା କରାଯିବ ଲାଗି ସ୍ଥିର ହୋଇଥିଲା। ଏଥିପାଇଁ ଗୁରୁବାର ପକ୍ଷୀ ଗଣନା ତାଲିମ ଶିବିର ମଧ୍ୟ...

ଫେରାର ବାଲେଶ୍ୱର ଟାଉନ ଥାନା ଆଇଆଇସି

ବାଲେଶର ଅଫିସ,୪।୭: ବାଲେଶ୍ୱର ଟାଉନ ଥାନା ଅଧିକାରିଣୀ ସରୋଜିନୀ ନାୟକ ଗତ ୧ରୁ ଫେରାର ଥିବା ଅଭିଯୋଗ ହୋଇଛି। ତାଙ୍କୁ ଫୋନ କଲେ ଫୋନ ଉଠାଉନାହାନ୍ତି।...

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ...

ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ...

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି...

ଗୀତ ଗାଇ ସଚେତନ କଲେ ଥାନାଧିକାରୀ

ବିଞ୍ଝାରପୁର,୧୫ା୪(ଡି.ଏନ.ଏ): କରୋନା ମହାମାରୀ ଏବେ ସମଗ୍ର ବିଶ୍ୱରେ ତାଣ୍ଡବ ରଚିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକମୂଳକ...

ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ...


Coronavirus Update

Archives

Model This Week

Why Dharitri