ସିଦ୍ଧାନ୍ତଙ୍କ ସହ ରୋମାନ୍ସ କରିବେ ଦୀପିକା

ବମ୍ବେ: ନୂଆ ନାୟକଙ୍କ ସହ ରୋମାନ୍ସ କରିବେ ଦୀପିକା। ସେ ବି ନିର୍ଦ୍ଦେଶକ ଶକୁନ ବତ୍ରାଙ୍କ ଆଗାମୀ ଫିଲ୍ମରେ। ଚଳଚ୍ଚିତ୍ରର ନାମ ଏଯାଏ ଫାଇନାଲ୍‌ ହୋଇ ନ ଥିଲେ ହେଁ ଗଲି ବୟ ଫେମ୍‌ ସିଦ୍ଧାନ୍ତ ଚତୁର୍ବେଦୀ ନାୟକ ହେବା ନିଶ୍ଚିତ ହୋଇଛି। ଯଦି ଏପରି ହୁଏ ତେବେ ପ୍ରଥମ ଥର ପାଇଁ ସିଦ୍ଧାନ୍ତ ଦୀପିକାଙ୍କ ନାୟକ ସାଜିବେ।

ନିକଟରେ ଏକ ସାକ୍ଷାତକାର ଅବସରରେ ଶକୁନ ଫିଲ୍ମ ବିଷୟରେ ସମ୍ୟକ ଧାରଣା ଦେଇଛନ୍ତି। ଆଜିକାଲିର ପ୍ରେମସମ୍ପର୍କକୁ ନେଇ କାହାଣୀଟି ରଚନା କରାଯାଇଛି। ଦୀପିକା-ସିଦ୍ଧାନ୍ତଙ୍କୁ ଛାଡ଼ି ଆଉ ଗୋଟିଏ ଯୋଡ଼ି ଏଥିରେ ଅଭିନୟ କରିବେ। ସେମାନଙ୍କୁ ଖୋଜା ଯାଉଛି ବୋଲି ଶକୁନ କହିଥିଲେ। ଫିଲ୍ମଟି ଆସନ୍ତା ବର୍ଷ ମାର୍ଚ୍ଚରେ ପରଦାକୁ ଆସିବ।

ଫିଲ୍ମଟିର ପ୍ରଯୋଜନା ଭାର ସମ୍ଭାଳିବେ କରନ୍‌ ଜୋହର। ଦୀପିକା ପୂର୍ବରୁ ମଧ୍ୟ ତାଙ୍କ ସହ କାମ କରିସାରିଛନ୍ତି। ୨୦୧୩ରେ ରିଲିଜ ହୋଇଥିବା ଫିଲ୍ମ ‘ୟେ ଜବାନୀ ହେ ଦିବାନୀ’ରେ ଦୀପିକା କାମ କରିଥିଲେ। ଆଗାମୀ ଦିନରେ ମଧ୍ୟ ଦୀପିକାଙ୍କ ଦୁଇଟି ଫିଲ୍ମ ରିଲିଜ ହେବାକୁ ଯାଉଛି। ମେଘନା ଗୁଲଜାରଙ୍କ ‘ଛପାକ୍‌’ ଏବଂ କବିର ସିଂଙ୍କ ‘୮୩’ରେ ସେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri