ସିଦ୍ଧାର୍ଥଙ୍କ ଉପରେ ରାଗିଗଲେ ହିମାଂଶି: କହିଲେ ‘ମହିଳାଙ୍କ ସହ କିଭଳି କଥା ହେବେ ଶିଖନ୍ତୁ’

ବମ୍ବେ: ବିଗ୍‌ବସ୍‌ ସରିବା ପରେ ମଧ୍ୟ ପ୍ରତିଯୋଗୀମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଥମୁନାହିଁ। ଏପରିକି ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଜଣେ ଅନ୍ୟଜଣଙ୍କୁ କଡ଼ା ମନ୍ତବ୍ୟ ଦେଉଛନ୍ତି। ସେଭଳି କିଛି ଘଟଣାକ୍ରମରେ ଶୋ’ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ଉପରେ ହିମାଂଶି ଖୁରାନ୍ନା ରାଗି ଯାଇଛନ୍ତି।

ଶୋ’ରେ ପ୍ରତିଯୋଗୀଭାବେ ଭାଗ ନେଇଥିଲେ ହିମାଂଶି। ସେତେବେଳେ ତାଙ୍କର ନିର୍ବନ୍ଧ ସରିଥିଲା। ହେଲେ ଅନ୍ୟତମ ପ୍ରତିଯୋଗୀ ଆସିମ ରିଆଜ ତାଙ୍କୁ ଦେଖିବା ପରେ ପ୍ରେମରେ ପଡ଼ିଯାଇଥିଲେ। ସେ ହିମାଂଶିଙ୍କୁ ଏକାଧିକ ଥର ନିଜର ମନକଥା କହିଥିଲେ। ପରବର୍ତ୍ତୀ ସମୟରେ ହିମାଂଶି ଶୋ’ରୁ ବାହାରିଥିଲେ। ବାହାରକୁ ଆସିବା ପରେ ହିମାଂଶିଙ୍କ ନିର୍ବନ୍ଧ ଭାଙ୍ଗି ଯାଇଥିଲା। ଏହା ଜାଣିବା ପରେ ଆସିମ ତାଙ୍କୁ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲେ। ଏଥିରେ ହିମାଂଶି ହଁ ଭରିଥିଲେ। ଏହି ଘଟଣାକୁ ନେଇ ସିଦ୍ଧାର୍ଥ ହିମାଂଶିଙ୍କୁ କଟୁ ମନ୍ତବ୍ୟ ଦେଇଥିଲେ।

ସିଦ୍ଧାର୍ଥଙ୍କୁ ହିମାଂଶି କହିଛନ୍ତି, ମହିଳାମାନଙ୍କ ବିଷୟରେ ଟିପ୍ପଣୀ କରିବା ଆଗରୁ ସେମାନଙ୍କ ସହ କିଭଳି କଥା ହେବା କଥା ତାହା ଶିଖନ୍ତୁ। ମହିଳାଙ୍କୁ ସମ୍ମାନ ଦିଅନ୍ତୁ। ମୁଁ ଜାଣେ ନିର୍ବନ୍ଧ ଭାଙ୍ଗିବା ପରେ ମୁଁ କେତେ ଏକୁଟିଆ ହୋଇ ଯାଇଥିଲି। ହସ୍ପିଟାଲରେ ଭର୍ତ୍ତି ହୋଇଥିଲି। ଏକ ସମୟରେ ମୁଁ କାମ, ବ୍ୟକ୍ତିଗତ ଜୀବନ, ବିଗ୍‌ବସ୍‌, ଆସିମ ରିଆଜ ଏବଂ ଟ୍ରୋଲିଂ ସହୁଥିଲି। ଯଦି ସିଦ୍ଧାର୍ଥ ନିଜକୁ ଲଜିକାଲ୍‌ ମଣିଷ ଭାବୁଛନ୍ତି ତେବେ ତାହା ଭୁଲ। ସେ ନିଜ ଉପରେ କାମ କରନ୍ତୁ ବୋଲି ହିମାଂଶି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri