ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ୩୫ ପୂରିଲା: ଏବେ ବି ଆଲିଆ-ଜ୍ୟାକଲିନ୍‌ଙ୍କୁ ପାରି ନାହାଁନ୍ତିି ଭୁଲି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୫ ଜାନୁୟାରୀ ୧୬ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୮ ବର୍ଷ ବୟସରେ ମଡେଲିଂ ଦୁନିଆରେ ପାଦଥାପିଥିଲେ। ଏହାପରେ ଷ୍ଟୁଡେଣ୍ଟ୍‌ ଅଫ୍‌ ଦି ଇୟର ଫିଲ୍ମରେ ସେ ଆଲିଆ ଭଟ୍ଟଙ୍କ ସହିତ ଅଭିନୟ କରିଥିଲେ। ଏହା ତାଙ୍କ କ୍ୟାରିୟର ତଥା ଲଭ୍‌ ଲାଇଫ୍‌ରେ ଆଣିଥିଲା ନୂଆ ମୋଡ଼। ଆଲିଆଙ୍କ ସହିତ ତାଙ୍କର ଡେଟିଂ ନେଇ ବଲିଉଡ୍‌ରେ ଆରମ୍ଭ ହୋଇଥିଲା ଚର୍ଚ୍ଚା। ଏହାପରେ ଦୁହିଁଙ୍କ ମଧ୍ୟରେ ହୋଇଥିଲା ବ୍ରେକ୍‌ଅପ୍‌। ଆଲିଆଙ୍କ ପରେ ସିଦ୍ଧାର୍ଥଙ୍କ ସହିତ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ଙ୍କ ପ୍ରେମ ସମ୍ପର୍କ ନେଇ ଜୋର୍‌ଦାର ଖବର ଉଡ଼ିବୁଲିଥିଲା। ସିଦ୍ଧାର୍ଥ ନିଜର ଏକ୍ସ ଗର୍ଲଫ୍ରେଣ୍ଡଙ୍କୁ ଭୁଲିବାକୁ ଚାହଁନ୍ତିନି ବୋଲି କହିଥାନ୍ତି। ଗର୍ଲଫ୍ରେଣ୍ଡ୍‌ ତାଙ୍କ ଜୀବନର ଗୋଟିଏ ଗୋଟିଏ ମାଇଲ୍‌ ଖୁଣ୍ଟ ବୋଲି ସେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷରେ ପଦାର୍ପଣ କରିଛନ୍ତି ବଜରଙ୍ଗି ଭାଇଜାନର ଶିଶୁ କଳାକାର ହର୍ଷାଳି

ମୁମ୍ବାଇ: ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ ୨୦୧୫ ମସିହାରେ ସୁପହିଟ୍‌ ହୋଇଥିଲା। ବିଶେଷକରି ଏଥିରେ ମୁନ୍ନି ଭୂମିକାରେ ଅଭିନୟ କରିଥିବା ହର୍ଷାଳି ମାଲହୋତ୍ରା ସେତେବେଳେ...

ଫିଲ୍ମ ଲାଇନ୍‌ ଛାଡ଼ି ଚାଷକାର୍ଯ୍ୟରେ ବ୍ୟସ୍ତ ଜୁହି

ସୁନ୍ଦର ଚେହେରା ଏବଂ ହସରେ କୋଟି କୋଟି ଦର୍ଶକଙ୍କ ମନ କିଣି ନେଇଥିବା ଅଭିନେତ୍ରୀ ଜୁହି ଚାଓ୍ବାଲା ଏବେ ଫିଲ୍ମ କରୁନାହାନ୍ତି ସତ ମାତ୍ର ସୋସିଆଲ...

ଅଭିନେତ୍ରୀଙ୍କ ପୁଅର ଭିଡିଓ ଭାଇରାଲ୍‌, ମୋଦି ଦେଲେ ଏଭଳି ପ୍ରତିକ୍ରିୟା

ନିକଟରେ ଅଭିନେତ୍ରୀ ଗୁଲ ପନାଗଙ୍କ କୁନି ପୁଅ ନିହାଲଙ୍କ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଭିଡିଓରେ...

ଚାଲିଗଲେ ଶାହାରୁଖ ଖାଁଙ୍କ ଭଉଣୀ

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାଁଙ୍କ ସମ୍ପର୍କୀୟ ଭଉଣୀ ନୁର୍‌ ଜହାଁଙ୍କ ପରଲୋକ ଘଟିଛି। ସେ କିଛିଦିନ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ...

ଯାତ୍ରା ଅଲରାଉଣ୍ଡର ଦୀପ୍ତିଦିବ୍ୟ ଓରଫ୍‌ ମାନା

”ଜିନା ତେରି ଗଲି ମେଁ। ମରନା ତେରି ଗଲି ମେଁ। କଅଁଳ ଘାସ ଦେଖିଲେ ଛେଳି ଛୁଆଟା ଖାଲି ମେଁ ମେଁ। ଆଚ୍ଛା ତୋ ବୟଫ୍ରେଣ୍ଡ!“...

ଅସଲି ନାଁରେ ବଲିଉଡ୍‌ ଚରିତ୍ର

ମୁମ୍ବାଇ: ବଲିଉଡ୍‌ରେ ଏମିତି କେତେଜଣ କଳାକାର ଅଛନ୍ତି ଯେଉଁମାନେ ଅଭିନୟ ସମୟରେ ନିଜ ନାଁ ରଖିବାକୁ ପସନ୍ଦ କରି ନ ଥାଆନ୍ତି। ହେଲେ ଏଠି ଆଉ...

ନେହା କକ୍କଡ଼ଙ୍କୁ ବିବାହ ଶଗୁନ୍‌ ଭାବେ ଓଢ଼ଣୀ ଭେଟି ଦେଲେ କୁମାର ସାନୁ !

ମୁମ୍ବାଇ: ନେହା କକ୍କଡ଼ଙ୍କ ବିବାହ ଆଦିତ୍ୟ ନାରାୟଣଙ୍କ ସହିତ ହେବାକୁ ଯାଉଛି। ଏନେଇ ବିବାହ ଶଗୁନ୍‌ ଭାବେ କୁମାର ସାନୁ ନେହାଙ୍କୁ ଓଢ଼ଣୀ ଭେଟି ଦେଇଛନ୍ତି।...

ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର

ଚଳିତ ମାସରେ ଏ ପର୍ଯ୍ୟନ୍ତ ତିନୋଟି ସିନେମା ପରଦା ଉପରକୁ ଆସିସାରିଛି। ଏହି ତାଲିକାରେ ନିଜକୁ ସାମିଲ କରିବାକୁ ଯାଉଛି ଆଉ ଏକ ନୂଆ ଓଡ଼ିଆ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *