ସିଦ୍ଧିମାରୁ ବେବୋ

କରୀନା କପୁରଙ୍କ ନିକ୍‌ ନେମ୍‌ ‘ବେବୋ’ ବୋଲି ପ୍ରାୟ ଅନେକେ ଜାଣନ୍ତି। ହେଲେ ଏହାପୂର୍ବରୁ ତାଙ୍କ ଜେଜେ ତଥା ବଲିଉଡ୍‌ର ଶୋ’ମ୍ୟାନ୍‌ ଭାବେ ପରିଚିତ ପ୍ରଖ୍ୟାତ ଅଭିନେତା-ପ୍ରଯୋଜକ-ନିର୍ଦ୍ଦେଶକ ରାଜ କପୁର କରୀନାଙ୍କ ନିକ୍‌ ନେମ୍‌ ‘ସିଦ୍ଧିମା’ ଦେଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ପରିବାର ସଦସ୍ୟ ଏବଂ କେତେକ ସମ୍ପର୍କୀୟ କରୀନାଙ୍କୁ ‘ବେବୋ’ ନାଁରେ ଡାକିବା ଆରମ୍ଭ କଲେ। ବାସ୍‌, ତା’ପରେ ଏପର୍ଯ୍ୟନ୍ତ ତାଙ୍କୁ ‘ବେବୋ’ ନାମରେ ହିଁ ଡକାଯାଇଆସୁଅଛି। ତାଙ୍କର ଶୁଭ ନାମ ‘କରୀନା’ ପଛରେ ମଧ୍ୟ ଏକ କାହାଣୀ ରହିଛି। ଯେତେବେଳେ ତାଙ୍କ ମା’ ଗର୍ଭବତୀ ଥିଲେ ସେତେବେଳେ ସେ ‘ଆନ୍ନା କରୀନା’ ନାମକ ଏକ ବହି ପଢ଼ୁଥିଲେ। ସେଥିରୁ ଏହି ଶୁଭ ନାମ ‘କରୀନା’କୁ ରଣଧୀର କପୁର (କରୀନାଙ୍କ ପିତା) ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତେ ମୋ ଝିଅକୁ ଫାଶୀରେ ଝୁଲାଇବାକୁ ଚାହାନ୍ତି, ମୋର ମରିଯିବା ଉଚିତ: ରିୟାଙ୍କ ବାପା

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସର ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ଗିରଫ ହୋଇଛନ୍ତି ପ୍ରେମିକା ରିୟା ଚକ୍ରବର୍ତ୍ତୀ। ଭାଇ ସୌଭିକଙ୍କ...

୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍‌ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ...

‘ଲଭ୍‌ ଆଜ କଲ୍‌’ ପ୍ରଥମ ଦିନରେ ଆୟ କଲା ୧୨ କୋଟି

ମୁମ୍ବାଇ: ଭାଲେଣ୍ଟାନ୍ନନ୍ସ ଡେ’ରେ ରିଲିଜ୍‌ ହୋଇଥିବା ଇମତିଆଜ ଅଲ୍ଲିଙ୍କ ଫିଲ୍ମ ‘ଲଭ୍‌ ଆଜ କଲ୍‌’ ପ୍ରଥମ ଦିନରେ ଭଲ ବ୍ୟବସାୟ କରିଥିବା ଜଣାପଡିଛି। ସାରା ଅଲି...

ପ୍ରବାସୀଙ୍କୁ ଘରକୁ ପଠାଇବାର ଅନୁଭୂତିକୁ ଶେୟାର କରିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀ ମଧ୍ୟରେ ହଜାର ହଜାର ପ୍ରବାସୀଙ୍କୁ ସହୟତା କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ନିଜର ଅନୁଭୂତିକୁ...

ଏପରି ବୁଦ୍ଧି ପ୍ରୟୋଗ କରି ଚକୋଲେଟ ତିଆରି କରୁଛନ୍ତି ତୈମୁର; ଭାଇରାଲ ହେଉଛି ଫଟୋ

ନୂଆଦିଲ୍ଲୀ,୨।୧୨-ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୁଅ ତୈମୁର ଚକୋଲେଟ ତିଆରି...

ବିବାହର ୬ ମାସ ପରେ ମା’ ହୋଇଥିଲେ ପାର୍ବତୀ

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଶୋ’ ‘ଦେବୋ କେ ଦେବ ମହାଦେବ’ରେ ପାର୍ବତୀ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ପୂଜା ବାନାର୍ଜୀ ଏବଂ ତାଙ୍କର ଅଭିନେତା...

‘କୁମ୍‌କୁମ୍‌ ଭାଗ୍ୟ’ ଛାଡ଼ିଲେ ଶିଖା…

ବମ୍ବେ: ଶୋ’ ଛାଡ଼ିଲେ ଶିଖା ସିଂହ। ଏକତା କପୁରଙ୍କ ଟେଲି ଧାରାବାହିକ ‘କୁମ୍‌କୁମ୍‌ ଭାଗ୍ୟ’କୁ ସେ ବାଏ ବାଏ କହିଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶଂସକମାନେ...

ନେହା କକ୍କଡ଼ଙ୍କୁ ବିବାହ ଶଗୁନ୍‌ ଭାବେ ଓଢ଼ଣୀ ଭେଟି ଦେଲେ କୁମାର ସାନୁ !

ମୁମ୍ବାଇ: ନେହା କକ୍କଡ଼ଙ୍କ ବିବାହ ଆଦିତ୍ୟ ନାରାୟଣଙ୍କ ସହିତ ହେବାକୁ ଯାଉଛି। ଏନେଇ ବିବାହ ଶଗୁନ୍‌ ଭାବେ କୁମାର ସାନୁ ନେହାଙ୍କୁ ଓଢ଼ଣୀ ଭେଟି ଦେଇଛନ୍ତି।...

Play 250+ Trending Games
Archives

Model This Week

Why Dharitri