Posted inଖେଳ

ସିନ୍ଧୁ ହାରିଲେ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ନୂଆକରି ବିଶ୍ୱ ଚାମ୍ପିୟନ ଟାଇଟଲ ହାସଲ କରିଥିବା ମହିଳା ବ୍ୟାଡ୍‌ମିସଣ୍ଟନ ଖେଳାଳି ପିଭି ସିନ୍ଧୁ ଏଠାରେ ଚାଲିଥିବା ଚାଇନା ଓପନ ସୁପର ୧୦୦୦ ଟୁର୍ନାମେଣ୍ଟର ପ୍ରିକ୍ୱାର୍ଟର ଫାଇନାଲରୁ ପରାଜୟ ସହ ବିଦାୟ ନେଇଛନ୍ତି। ଗୁରୁବାର ଖେଳାଯାଇଥିବା ୩ ଗେମ୍‌ ବିଶିଷ୍ଟ ମ୍ୟାଚ୍‌ରେ ସିନ୍ଧୁ ଥାଇଲାଣ୍ଡର ପର୍ନପାଓ୍ବି ଚୋଚୁଓ୍ବଙ୍ଗଙ୍କଠାରୁ ହରିଯାଇଛନ୍ତି। ଅଲିମ୍ପିକ୍‌ ରୌପ୍ୟ ପଦକ ବିଜେତା ପ୍ରଥମ ଗେମ୍‌କୁ ୨୧-୧୨ ବ୍ୟବଧାନରେ ଜିତି ଥିବାବେଳେ ଦ୍ୱିତୀୟ ଗେମ୍‌ ୧୩-୨୧ ପରାସ୍ତ ହୋଇଥିଲେ। ତୃତୀୟ ଗେମ୍‌ରେ ଦୁଇ ଖେଳାଳିଙ୍କ ମଧ୍ୟରେ ପ୍ରବଳ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ହେଲେ ଥାଇଲାଣ୍ଡ ଖେଳାଳି ୨୧-୧୯ ପଏଣ୍ଟରେ ଗେମ୍‌ ସହ ମ୍ୟାଚ୍‌ ଜିତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri