ନୂଆଦିଲ୍ଲୀ,୧୫।୬: ଦେଶର ୫ଶହରୁ ଊର୍ଦ୍ଧ୍ୱ ସିଜିଏସ୍ଟି ଏବଂ ବର୍ହିଶୁକ୍ଲ କାର୍ଯ୍ୟାଳୟ ଗୁଡିକରେ ଇ-ଅଫିସ ବ୍ୟବସ୍ଥାର ପ୍ରୟୋଗ ସୋମବାରଠାରୁ ଆରମ୍ଭ ହୋଇଛି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ବର୍ହିଶୁକ୍ଲ ବୋର୍ଡ(ସିବିଆଇସି)ର ଅଧ୍ୟକ୍ଷ ଏମ୍ ଅଜିତ କୁମାର ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଛନ୍ତି। ସିବିଆଇସିର ୮ଶହରୁ ଊର୍ଦ୍ଧ୍ୱ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଏହି ଇ-କାର୍ଯ୍ୟାଳୟର ଉଦ୍ଘାଟନ କରାଯାଇଥିଲା। ଏହି ଅବସରରେ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର(ଏନ୍ଆଇସି)ର ମହାନିର୍ଦ୍ଦେଶକ ଡ. ନୀତା ବର୍ମା ମଧ୍ୟ ଯୋଗ ଦେଇଥିଲେ। ୫୦ହଜାରରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀମାନେ ଏହି ବ୍ୟବସ୍ଥାର ଉପଯୋଗ କରିବା ଫଳରେ ଭାରତ ସରକାରଙ୍କର ଅନ୍ୟତମ ବୃହତ ବିଭାଗ ସିବିଆଇସିର ଅନ୍ତରୀଣ କାର୍ଯ୍ୟ ସ୍ବୟଂକ୍ରିୟ ହୋଇପାରିବ। ଏହା ଦ୍ୱାରା ସିବିଆଇସିର ଅନ୍ତରୀଣ କାର୍ଯ୍ୟ ପଦ୍ଧତିରେ ବ୍ୟାପକ ପରିବର୍ତ୍ତନ ଆସିପାରିବ ବୋଲି ସୂଚନା ଦିଆଯାଇଛି।
ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ
ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…
ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…
ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍ଆଇ) ଯୋଜନାକୁ ନେଇ ମତଭେଦ, ପେନ୍ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…
SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍ ଥିଲେ ମିଳିବନି…
ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…
ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…
Archives

