Posted inଜାତୀୟ

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ ୮ଠାରୁ ପଚରାଉଚରା କରାଯାଉଛି। କେତେକ ପ୍ରଶ୍ନରେ ସେ ସିବିଆଇ ଅଧିକାରୀଙ୍କୁ ଆଇନର ଦଫା ସମ୍ପର୍କରେ ଅବଗତ କରାଉଛନ୍ତି। ଫଳରେ ତଦନ୍ତରେ ବାଧା ସୃଷ୍ଟି ହେଉଥିବା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଡବଲ ଇଞ୍ଜିନ ସରକାର, ସେଠାରେ ବଢିଯାଏ ବିକାଶର ଗତି: ମୋଦି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକ ବିଧାନସଭା ନିର୍ବାଚନ ଅବସରରେ ଭିଡିଓ କନଫରେନସିଂ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

କିଏ ସେହି ଡାନିସ୍‌ ଅନ୍‌ସାରୀ? ଏକମାତ୍ର ମୁସଲମାନ୍‌ ଯାହାକୁ ମିଳିଲା ମନ୍ତ୍ରୀପଦ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ଯୋଗୀଙ୍କ ୨.୦ ସରକାରରେ ପୂର୍ବଭଳି ୨...

୨୦୨୨ରେ ଦେଶ ଗତିଶୀଳ ହୋଇ ରଚିଲା ଇତିହାସ: ବର୍ଷର ଶେଷ ମନ୍‌ କି ବାତ୍‌ରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଷର ଶେଷ ତଥା ୯୬ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମକୁ ସମ୍ବୋଧିତ କର କହିଛନ୍ତି ଯେ, ୨୦୨୨ରେ ଦେଶ...

ଲୋକଙ୍କ ପାଖକୁ ଯାଅ

ନୂଆଦିଲ୍ଲୀ,୮।୧୧: ଭାଜପା ସଦସ୍ୟମାନେ ସାଧାରଣ ଜନତାଙ୍କ ପାଖକୁ ଯାଆନ୍ତୁ। ସେମାନେ ଦଳ ଓ ଲୋକଙ୍କ ମଧ୍ୟରେ ବିଶ୍ୱାସର ସେତୁବନ୍ଧ ସାଜନ୍ତୁ ବୋଲି ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ...

ଦୁର୍ଦ୍ଦାନ୍ତ ମାଓବାଦୀ ଦମ୍ପତି ଗିରଫ

ରାଞ୍ଚି,୧୨।୧୧: ସିପିଆଇ ମାଓବାଦୀ ସଙ୍ଗଠନର ଦ୍ୱିତୀୟ ସର୍ବୋଚ୍ଚ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମାରାଣ୍ଡିଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ପୋଲିସ ଗିରଫ କରିଛି। ...

ମତ୍ସ୍ୟଜୀବୀଙ୍କୁ ୩.୫ ଲକ୍ଷ ଟ୍ରାନ୍ସପଣ୍ଡର ଦେବେ କେନ୍ଦ୍ର ସରକାର: ସୁଦୃଢ଼ ହେବ ଉପକୂଳ ସୁରକ୍ଷା…

ନୂଆଦିଲ୍ଲୀ,୨୭।୫ : ଉପକୂଳ ସୁରକ୍ଷାକୁ ବଢ଼ାଇବା ପାଇଁ କେନ୍ଦ୍ର ସରକାର ମତ୍ସ୍ୟଜୀବୀଙ୍କୁ ୩.୫ ଲକ୍ଷ ଯୋଗାଯୋଗ ଟ୍ରାନ୍ସପଣ୍ଡର ମାଗଣାରେ ଯୋଗାଇବାକୁ ଯାଉଛନ୍ତି। ଏହା ମତ୍ସ୍ୟଜୀବୀଙ୍କୁ ଟ୍ରାକ...

ଅବ୍ୟବସ୍ଥାରେ କରୋନା ଯୋଦ୍ଧାଙ୍କ କ୍ୱାରାଣ୍ଟାଇନ୍‌ ସେଣ୍ଟର: ଭିଡିଓ ଭାଇରାଲ

ରାୟବରେଲୀ,୨୪।୪: ସରକାର ସବୁବେଳେ କରୋନା ଯୋଦ୍ଧାଙ୍କ ସମ୍ମାନ ଓ ସୁରକ୍ଷା ବିଷୟରେ କହୁଥିବା ବେଳେ ଏହା କେତେ କାର୍ଯ୍ୟକାରୀ ହେଉଛି ତା’ର ନଗ୍ନ ଉଦାହରଣ ଦେଖିବାକୁ...

Advertisement
Archives

Model This Week