ଭଞ୍ଜନଗର,୨୯।୧୧(ଡି.ଏନ୍.ଏ.)- ଭଞ୍ଜନଗର ଆର୍ସିରୋଡ଼ରେ ଗୁରୁବାର ଜଣେ ଦୁର୍ବୃତ୍ତ ସିବିଆଇ ଅଫିସର କହି ଜଣେ ବ୍ୟକ୍ତିଙ୍କଠାରୁ ଅଳଙ୍କାର ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ରର ଶିକାର ହୋଇଛନ୍ତି ଡ଼ାଲିଆ ପୃଷ୍ଟି। ଏନେଇ ଡାଲିଆ ଭଞ୍ଜନଗର ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ପ୍ରକାଶ ଯେ, ଆର୍ସିରୋଡରେ ରହୁଥିବା ଡାଲିଆ ଅପରାହ୍ନରେ ପାଇପ୍ କିଣିବାକୁ ଘର ନିକଟରେ ଥିବା ଏକ ଦୋକାନକୁ ଚାଲିଚାଲି ଯାଉଥିଲେ। ଏହି ସମୟରେ ଜଣେ ଯୁବକ ଆସି ନିଜକୁ ସିବିଆଇ ଅଫିସର ପରିଚୟ ଦେଇ ଭଞ୍ଜନଗର ପରିସ୍ଥିତି ଭଲ ନାହିଁ, ପିନ୍ଧିଥିବା ସୁନା ଅଳଙ୍କାର ସବୁ ରୁମାଲରେ ରଖିଦିଅ ବୋଲି କହିଥିଲେ। ଏହାପରେ ପାଖରେ ଥିବା ଆଉଜଣେ ବ୍ୟକ୍ତି ଆସି ମଧ୍ୟ ପରିସ୍ଥିତି ଭଲ ନାହିଁ ବୋଲି କହିଥିଲେ। ଏହାପରେ ଡାଲିଆ ପିନ୍ଧିଥିବା ସୁନା ଅଳଙ୍କାର କାଢି ରୁମାଲରେ ରଖିବାବେଳେ ସମ୍ପୃକ୍ତ ନକଲି ସିବିଆଇ ଅଫିସର ଅଳଙ୍କାର ଓ ଟଙ୍କା ଲୁଟି ନେଇଥିଲେ। କିଛି ସମୟ ପରେ ଡାଲିଆ ଘରେ ପହଞ୍ଚତ୍ ରୁମାଲ ଖୋଲି ଦେଖିବାବେଳକୁ ସେଥିରେ ସୁନା ଅଳଙ୍କାର ଟଙ୍କା ନ ଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

