Posted inଜାତୀୟ

ସିବିଏସ୍‌ଇ ବୋର୍ଡ: ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୫।୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକଶେନ(ସିବିଏସ୍‌ଇ)ର ବାକିଥିବା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ। ସୋମବାର କେନ୍ଦ୍ର ମାନବ ସମ୍ବଳ ବିକାଶ(ଏଚ୍‌ଆର୍‌ଡି) ମନ୍ତ୍ରୀ ରମୋଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। କରୋନା ଭାଇରସର ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସମୟରେ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ। ପିଲାମାନେ ନିଜ ନିଜ ସ୍କୁଲରେ ପରୀକ୍ଷା ଦେବେ ବୋଲି ପୋଖରିୟାଲ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଯୋଗୁ ମାର୍ଚ୍ଚ ୨୫ରୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ଏହି ପରୀକ୍ଷା ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ...

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ...

ମୁରୁଗା ମଠ ମହନ୍ତଙ୍କ ନାଁରେ ନାବାଳିକା ଯୌନ ଶୋଷଣ ଅଭିଯୋଗ, କର୍ନାଟକ ରାଜନୀତି ସରଗରମ

ବେଙ୍ଗାଲୁରୁ,୧ ।୯: କର୍ନାଟକ ମୁରୁଗା ମଠର ମହନ୍ତ ଶିବମୂର୍ତ୍ତି ମୁୁରୁଗା ସରନାରୁଙ୍କ ନାଁରେ ନାବାଳିକା ଯୌନ ଶୋଷଣ ଅଭିଯୋଗ ହୋଇଛି । ଏହାପରେ କର୍ନାଟକ ରାଜନୀତି...

ନୀତୀଶଙ୍କ ପରେ ଏବେ ଭାଜପା ଟାର୍ଗେଟରେ ଚିରାଗ

ପାଟନା,୨ ।୩: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ବିହାର ବିଧାନସଭା ନିର୍ବାଚନରେ ହାରିବା ପରେ ଦଳର ଅଧ୍ୟକ୍ଷ ଚିରାଗ ପାଶୱାନ ଅସୁବିଧାରେ ପଡି ଯାଇଛନ୍ତି । କାରଣ...

ହିଜାବ ମାଧ୍ୟମରେ ସମାନ ନାଗରିକ ସଂହିତା, ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୧୪ା୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ରାଜ୍ୟରେ ପୁନର୍ବାର ଭାଜପା କ୍ଷମତାକୁ ଆସେ ତେବେ କର୍ନାଟକର ହିଜାବକୁ ନେଇ...

ଲକ୍ଷ୍ନୌରେ ଗଡ଼ିଲା ତେଜସ ଏକ୍ସପ୍ରେସ: ଯୋଗୀ ଆଦିତ୍ୟନାଥ କଲେ ଶୁଭାରମ୍ଭ

ଲକ୍ଷ୍ନୌ,୪।୧୦: ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ ତେଜସ ଏକ୍ସପ୍ରେସ ଶୁକ୍ରବାର ଟ୍ରାକ୍‌ରେ ଗଡ଼ିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌ ଷ୍ଟେସନରେ ପତାକା ଦେଖାଇ ଏହାର...

ଲୋକ ସଭା ନିର୍ବାଚନ ଲାଗି ଏକ୍‌ଜିଟ ପୋଲ୍‌ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ସାତ ପର୍ଯ୍ୟାୟ ବିଶିଷ୍ଟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍‌ଜିଟ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ରିପୋର୍ଟ...

ଜମ୍ମୁ-କଶ୍ମୀରର ୪ ଜିଲା ଗସ୍ତ କରିବେ ଗୁଲାମ ନବୀ: ସୁପ୍ରିମ୍‌କୋର୍ଟରେ ଦାଖଲ କରିବେ ରିପୋର୍ଟ

ନୂଆଦିଲ୍ଲୀ,୧୬।୯: ଜମ୍ମୁ-କଶ୍ମୀର ଗସ୍ତ ପାଇଁ ସୋମବାର କଂଗ୍ରେସ ବରିଷ୍ଠ ସଦସ୍ୟ ଗୁଲାମ ନବୀ ଆଜାଦ୍‌ଙ୍କୁ ସୁପ୍ରିମ୍‌କୋର୍ଟ ପକ୍ଷରୁ ଅନୁମତି ମିଳିଛି। ତେବେ ସେ ଏଠାକାର ୪ଟି...

Advertisement
Archives

Model This Week