Posted inଜାତୀୟ

ସିବିଏସ୍‌ଇ ବୋର୍ଡ: ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୫।୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକଶେନ(ସିବିଏସ୍‌ଇ)ର ବାକିଥିବା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ। ସୋମବାର କେନ୍ଦ୍ର ମାନବ ସମ୍ବଳ ବିକାଶ(ଏଚ୍‌ଆର୍‌ଡି) ମନ୍ତ୍ରୀ ରମୋଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। କରୋନା ଭାଇରସର ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ସମୟରେ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ। ପିଲାମାନେ ନିଜ ନିଜ ସ୍କୁଲରେ ପରୀକ୍ଷା ଦେବେ ବୋଲି ପୋଖରିୟାଲ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଯୋଗୁ ମାର୍ଚ୍ଚ ୨୫ରୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ଏହି ପରୀକ୍ଷା ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ

ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ...

ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଡେରାଡୁନ୍‌,୧୩।୩: ଦିଲ୍ଲୀ-ଡେରାଡୁନ୍‌ ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଶନିବାର ୧୨ଟା ୨୦ରେ ଉତ୍ତରାଖଣ୍ଡର କାନସୋର ଅଞ୍ଚଳରେ ହଠାତ୍‌ ଏକ୍ସପ୍ରେସ୍‌ର ସି-୪ ବଗିରେ ନିଆଁ ଲାଗି ଯାଇଥିଲା।...

କରୋନା ସହ ଲଢ଼େଇ ପାଇଁ ସାମ୍ନାକୁ ଆସିଲେ ଉଦ୍ୟୋଗପତି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନାର ପ୍ରକୋପ ଜାରି ରହିଛି। କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ୮କୁ...

ମହିଳାଙ୍କୁ ସ୍ବାବଲମ୍ବି କରିବାକୁ ସେନା ଖୋଲିଲା ଟେଲରିଂ ୟୁନିଟ୍‌

ପୁଞ୍ଚ,୪।୮: ଜମ୍ମୁ-କଶ୍ମୀରର ସୁରାନକୋଟେ ଅଞ୍ଚଳରେ ଥିବା ଫସାଲା ବାଦ ଗାଁରେ ଭାରତୀୟ ସେନା ଦ୍ୱାରା ଏକ ଟେଲରିଂ ୟୁନିଟ୍‌ ଖୋଲିଛି। ଏଥିରେ ବହୁ ସଂଖ୍ୟାରେ ମହିଳା...

ପୁରୁଣା ଆସନରୁ ଲଢିବେ ମମତା

କୋଲକାତା,୪।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗଡ ଭବାନୀପୁର ନିର୍ବାଚନ ମଣ୍ଡଳି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏନେଇ ନିର୍ବାଚନ ଆୟୋଗ ଶନିବାର ବିଜ୍ଞପ୍ତି...

ଲକ୍‌ଡାଉନ୍‌ ଉଲ୍ଲଂଘନ କଲେ ଲେଖିବାକୁ ପଡ଼ିବ ‘ରାମ’ ନାମ

ଭୋପାଳ,୧୭।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ କଟକଣା ଲାଗୁ କରାଯାଇଛି। କରୋନାକୁ ରୋକିବା ପାଇଁ...

ରାଜ୍ୟରେ ଆହୁରି ବଢିବ କରୋନାର ପ୍ରକୋପ, ଭୟ କରିବାର ନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୨୪।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ରାଜ୍ୟରେ ପୂର୍ବରୁ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହିଛି। ଆଗାମୀ ଦିନରେ ରାଜ୍ୟରେ କରୋନାର ପ୍ରକୋପ...

ମାନିଲା ପାକିସ୍ତାନ: ଜମ୍ମୁ-କଶ୍ମୀର ଭାରତର

ନୂଆଦିଲ୍ଲୀ,୧୦।୯: ଶେଷରେ ପାକିସ୍ତାନ ମାନିଛି ଯେ ଜମ୍ମୁ-କଶ୍ମୀର ହେଉଛି ଭାରତର ରାଜ୍ୟ। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସି ଜେନେଭାରେ କଶ୍ମୀରକୁ ନେଇ ଭାରତକୁ...

Advertisement


Archives

Model This Week