Posted inଜାତୀୟ

ସିବିଏସ୍‌ଇ ବୋର୍ଡ ପରୀକ୍ଷା: ୧ରୁ ୧୫ ଜୁଲାଇ ମଧ୍ୟରେ ହେବ ଦଶମ-ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହା ୧୭ ମେ’ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଶୁକ୍ରବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ ସିବିଏସ୍‌ଇ ବୋର୍ଡର ବାକିଥିବା ପରୀକ୍ଷା ଜୁଲାଇ ୧ରୁ ୧୫ ମଧ୍ୟରେ କରାଯିବ। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଓ ଲକ୍‌ଥଡାଉନ ଯୋଗୁ ସବୁ ବନ୍ଦ ହେବା ଫଳରେ କିଛି ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ହୋଇ ଯାଇଥିଲା। ପୁଣିଥରେ ପରୀକ୍ଷା କେବେ ହେବ ତାକୁ ନେଇ ସବୁବେଳେ ପିଲାମାନେ ଅପେକ୍ଷାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ବୁଦା ଭିତରେ ପଶିଗଲା ରାଜ୍ୟପାଳଙ୍କ କାର

ହାଇଦ୍ରାବାଦ,୧୪।୧୨-ହିମାଚଳପ୍ରଦେଶର ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କ କାର ସୋମବାର ଦୁର୍ଘଟଣା ହୋଇଛି। ରାଜ୍ୟପାଳ ଓ ତାଙ୍କର ଦୁଇ ସହଯୋଗୀ କାର ଯୋଗେ ହାଇଦ୍ରାବାଦରୁ ନାଲଗୋଣ୍ଡାରେ ଆୟୋଜିତ ଏକ...

ଅମେଠିରୁ ହାରିଲେ, ଓ୍ବାୟନାଡରେ ଜିତିଲେ

ନୂଆଦିଲ୍ଲୀ,୨୪-୫:ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ଅମେଠି ଓ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ...

ବାମନେତାଙ୍କୁ ଭେଟିଲେ ନୀତୀଶ

ନୂଆଦିଲ୍ଲୀ, ୧୪ା୪(ଆଇଏଏନ୍‌ଏସ୍‌): ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ଲାଗି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ଅଣ୍ଟା ଭିଡ଼ିଛନ୍ତି।...

୧୭ ବର୍ଷରେ ଇଡ଼ିରେ ୫,୪୨୨ ମାମଲା, ଦୋଷୀ ମାତ୍ର ୦.୪୬ ପ୍ରତିଶତ…

ନୂଆଦିଲ୍ଲୀ, ୩୧।୭ : ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗତ କିଛି ଦିନ ହେବ ହେଡଲାଇନରେ ରହିଆସିଛି। କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ରାହୁଲ...

ଫେବୃଆରୀ ୨୩ରୁ ଆଇଆଇଟି, ଜେଇଇ ମେନ୍ସ ପରୀକ୍ଷା

ନୂଆଦିଲ୍ଲୀ,୧୬।୧୨: ଆଇଆଇଟି ଏବଂ ଜେଇଇ ମେନ୍ସ ୨୦୨୧ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। କେନ୍ଦ୍ର ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୁଧବାର ଏହା ଘୋଷଣା କରିଛନ୍ତି।...

ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ...

କଂଗ୍ରେସ ପ୍ରତିଷ୍ଠା ଦିବସ: ବିଦେଶରେ ରାହୁଲ, ଆସିଲେନି ସୋନିଆ

ନୂଆଦିଲ୍ଲୀ,୨୮ ।୧୨: କଂଗ୍ରେସ ଦଳ ସୋମବାର ତା’ର ୧୩୬ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଦଳ ମୁଖ୍ୟାଳୟରେ ବରିଷ୍ଠ କଂଗ୍ରେସ ନେତା ଏ.କେ....

ଶିବକୁମାରଙ୍କ ବିରୋଧରେ ସିବିଆଇ ପିଟିଶନ ଖାରଜ

ନୂଆଦିଲ୍ଲୀ,୧।୮: କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ବିରୋଧରେ ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଲଗାଇଥିବାବେଳେ ତଦନ୍ତକାରୀ ସଂସ୍ଥା ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ...

Advertisement
Archives

Model This Week