ସିବିଡିଟି, ସିବିଆଇସି ମିଶ୍ରଣ ହେବନି

ନୂଆଦିଲ୍ଲୀ,୬।୭ : କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଏବଂ କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି)ର ମିଶ୍ରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ଉପରେ ସରକାର ବିଚାର କରୁ ନ ଥିବା ଜଣାପଡିଛି। ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଗଣମାଧ୍ୟମରେ ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଥିଲା। ହେଲେ ଏ ଭଳି କୌଣସି ପ୍ରସଙ୍ଗ ଉପରେ ସରକାର ବର୍ତ୍ତମାନ କାର୍ଯ୍ୟ କରୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri