ସିମନବାଡ଼ିରେ କୁଆପଥର ବୃଷ୍ଟି

ଦାରିଙ୍ଗବାଡ଼ି,୮ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନରେ ପ୍ରବଳ କୁଆପଥର ବୃଷ୍ଟି ହୋଇଛି । ବର୍ଷା ଯୋଗୁ ଏକାଧିକ ଲୋକଙ୍କ ଆଜବେଷ୍ଟସ୍‌ ନଷ୍ଟ ହେବା ସହ ପବନରେ ମଧ୍ୟ କିଛି ଲୋକଙ୍କ ଘରଦ୍ୱାର ନଷ୍ଟ ହୋଇଥିବା ଜଣାପଡ଼ିଛି । ଅପରାହ୍ନରେ ହଠାତ୍‌ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଥିଲା। ପରେ ପ୍ରବଳ କୁଆପଥର ବୃଷ୍ଟି ହୋଇଥିଲା। ଫଳରେ ବିଦ୍ୟୁତ୍‌ ସରବରାହ ବାଧାପାପ୍ତ ହୋଇଛି। ସେହିପରି ଦାରିଙ୍ଗବାଡ଼ିରେ ପାଗ ମେଘୁଆ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଗୋଟି କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି – ୨୦୧୯

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ ୧୧ଗୋଟି କ୍ଲଷ୍ଟର ମଧ୍ୟରୁ କଣ୍ଟିଲୋ ଓ ରାଣୀଛେଲ୍ଲୀକୁ ବାଦ ଦେଇ ଅବଶିଷ୍ଟ ୯ଟି କ୍ଲଷ୍ଟରରେ...

୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ...

କୋକୋକୁ ନେଲା ବନ ବିଭାଗ

କଟକ ଅଫିସ, ୧୯।୧: ଆଇନ ଓ ନିୟମ ମଧ୍ୟରେ ଫିକା ପଡିଛି ସମ୍ପର୍କ। ଚର୍ଚ୍ଚିତ ଶୁଆ କୋକୋ ନିଜ ମାଲିକ ପ୍ରଫେସର ସସ୍ମିତା ବେହେରାଙ୍କଠାରୁ ସବୁଦିନ...

ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ

ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ...

କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ...

ଅନୁଗୋଳର ଏହି ଦୁଇ ପଞ୍ଚାୟତ ଶଟ୍‌ଡାଉନ୍‌

ମାଧପୁର,୧୭ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ ଏବଂ ପୁରୁଣାମାନତ୍ରୀ ପଞ୍ଚାୟତକୁ ସୋମବାରଠାରୁ ୩ ଦିନ ପାଇଁ ସ୍ଥାନୀୟ ସରପଞ୍ଚ ଦ୍ୱୟ ଶଟ୍‌ଡାଉନ୍‌...

ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ

ଦାରିଙ୍ଗିବାଡ଼ି,୧୬ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ସ୍ଥାନୀୟ ବିଧାୟକ ବିଜୁ ପାଠାଗାର ନାମରେ ସରକାରୀ ଜମି...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।...

Advertisement


Archives

Model This Week