Posted inଜାତୀୟ

ସିମି ଆତଙ୍କବାଦୀ କେମିକାଲ୍‌ ଅଲ୍ଲୀ ଗିରଫ

ରାୟପୁର,୧୨।୧୦: ଜଣେ ସିମି ଆତଙ୍କବାଦୀଙ୍କୁ ରାୟପୁର ପୋଲିସ ଗିରଫ କରିଛି। ସେ ୬ ବର୍ଷ ଧରି ଫେରାର ଥିବା ପୋଲିସ କହିଛି। ୨୦୧୩ରେ ବୋଧଗୟା ଏବଂ ପାଟନାରେ ହୋଇଥିବା ସିରିଜ୍‌ ବିସ୍ଫୋରଣ ସିମି ସଦସ୍ୟଙ୍କ ଦ୍ୱାରା କରାଯାଇଥିଲା। ପୋଲିସ ଏହି ମାମଲାରେ ୧୭ଜଣଙ୍କୁ ଗିରଫ କରିଥିଲା। ତେବେ ୩୨ ବର୍ଷ ବୟସ୍କ ଆତଙ୍କବାଦୀ ଆଝାରୁଦ୍ଦିନ୍‌ ଓରଫ୍‌ କେମିକାଲ୍‌ ଅଲ୍ଲୀ ଲୁଚି ରହିଥିଲେ। ସିମି ସଂଗଠନ ସହିତ ଜଡ଼ିତ ରହି ସେ ଦେଶରେ ଆକ୍ରମଣ ଷଡ଼ଯନ୍ତ୍ର ରଚୁଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ପେଟ୍ରୋଲ, ଡିଜେଲ ଅଭାବ: ଲୋକଙ୍କ ଲମ୍ବା ଧାଡ଼ି

ନବରଙ୍ଗପୁର,୬।୫(ସଦାଶିବ ପ୍ରହରାଜ): ପେଟ୍ରୋଲ ଓ ଡିଜେଲ ଆଧୁନିକ ଜୀବନର ମୂଳ ଶକ୍ତିସ୍ରୋତ। ଏହାର ଅଭାବ କେବଳ ଯାତାୟାତକୁ ନୁହେଁ, ଚାଷୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କ ଦୈନିକ…

ଧମାକା କରିବେ ସଲମାନ: ସାରା ବିଶ୍ୱରେ ପକାଇବ ପ୍ରଭାବ

ବଲିଉଡର ‘ସୁଲତାନ’ ସଲମାନ ଖାନ୍‌ ଧମାକା କରିବାକୁ ଯାଉଛନ୍ତି। ପ୍ରଖ୍ୟାତ ନିର୍ଦ୍ଦେଶକ ଯୋଡ଼ି ରାଜ ଏବଂ ଡିକେଙ୍କ ସହ ମିଶି ସେ ମନୋରଞ୍ଜନ ଶିଳ୍ପରେ ଏକ ନୂତନ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଇସ୍ତଫା ନ ଦେବା ଉପରେ ଗିରଫ ହେବେ ମମତା ବାନାର୍ଜୀ, କ’ଣ କହୁଛି ଭାରତର ନିୟମ…

କୋଲକାତା,୬।୫: ପଶ୍ଚିମବଙ୍ଗ ରାଜନୀତି ଏପରି ଏକ ମୋଡ଼ ନେଇଛି ଯାହା ବହୁତ କମ ଲୋକ କଳ୍ପନା କରିପାରନ୍ତି। ୨୦୨୬ ନିର୍ବାଚନ ଫଳାଫଳ ରାଜ୍ୟର କ୍ଷମତା ଦୃଶ୍ୟପଟକୁ ସ୍ପଷ୍ଟ…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri