ସିମେଣ୍ଟ ଉଠି ବାହାରିଛି ଛଡ଼: ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ କାମ ନିମ୍ନମାନର ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

ଜମନକିରା,୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବଡ଼ମାଳ ଛକ ପିଡବ୍ଲ୍ୟୁଡି ରାସ୍ତାରୁ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗ (ଆର୍‌ଡି) ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ ନିମ୍ନମାନର ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପୋଲରେ ଲାଗିଥିବା ଛଡ଼ ବାହାରକୁ ବାହାରିଥିବା ବେଳେ ବିପଦ ଆଶଙ୍କା କରାଯାଉଛି । ଏ ନେଇ ବିଭାଗୀୟ ସହକାରୀ ଯନ୍ତ୍ରୀ ହରିପ୍ରିୟା ପ୍ରଧାନଙ୍କୁ ପଚାରିବାରୁ ଖୁବଶୀଘ୍ର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଜମନକିରାରୁ ଭୋଜପୁରକୁ ସଂଯୋଗ କରୁଥିବା ପିଡବ୍ଲ୍ୟୁଡି ରାସ୍ତା ବଡ଼ମାଲ ଛକରୁ ଗୁଣ୍ଡୁରୁଚୁଆଁ ଗାଁ ପର୍ଯ୍ୟନ୍ତ କୁଚିଣ୍ଡା ଆର୍‌ଡି ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ୯ କି.ମି. ରାସ୍ତା ନିର୍ମାଣ ହୋଇଥିଲା। ଉକ୍ତ ରାସ୍ତାରେ ଅନେକ ପୋଲ ନିର୍ମାଣ କରାଯାଇଥିଲା। ତେବେ କେତେକ ପୋଲ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ରାସ୍ତାରୁ ସିମେଣ୍ଟ ଉଠି ଭିତରେ ଲାଗିଥିବା ଛଡ଼ ବାହାରକୁ ବାହାରି ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri