ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ ଛୋଟରାୟଙ୍କ ଘରୁ ନଗଦ ୨୦ ହଜାର ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସମେତ ସୁବାସ ଜଗଦେବଙ୍କ ଘରେ ପଶି ଲକ୍ଷାଧିକ ଟଙ୍କା ସହ ସୁନାଗହଣା ଲୁଟି ନେଇଥିବା ସୂଚନା ମିଳିଛି। ତେବେ ଦୁର୍ବୃତ୍ତମାନେ ଅଭିନବ ଉପାୟରେ ଏହି ଲୁଟ୍‌ କରିଛନ୍ତି। ଘରେ କେହି ନ ଥିବାବେଳେ ତାଲା ଭାଙ୍ଗି ପଶିଛନ୍ତି ତ ଆଉ କେଉଁଠି ପାଚେରି ଡେଇଁ କରିଛନ୍ତି ଏହି ଲୁଟ। ସକାଳେ ପରିବାର ଲୋକେ ଏ ସର୍ମ୍ପରେ ଜାଣି ସ୍ଥାନୀୟ ବାଘମାରୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟ ପଟେ ଏକ ସିସିଟିଭି ଫୁଟେଜକୁ ଆଧାର କରି ଜଣାପଡ଼ିଛି ରାତି ପ୍ରାୟ ସାଢ଼େ ଗୋଟାଏରେ ୩/୪ ଦୁର୍ବୃତ୍ତ ଗ୍ରାମରେ ପଶି ଲୁଟ କରିଥିବା ଅନୁମାନ କରାଯାଉଛି । ଗ୍ରାମବାସୀ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri