ସିର୍ଜାପାଲି ସମିତି ସଭ୍ୟ ଉପନିର୍ବାଚନ: ଚୌଧୁରୀ ଭୁଏ ବିଜୟୀ

କେସିଙ୍ଗା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ପଞ୍ଚାୟତରେ ହୋଇଥିବା ସମିତି ସଭ୍ୟ ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଆଜି ସକାଳେ ଭୋଟ ଗଣତି ବ୍ଲକର ସଭାଗୃହରେ ଆରମ୍ଭ ହୋଇଥିଲା। ଏଥିରେ ସିର୍ଜାପାଲିର ଚୌଧୁରୀ ଭୁଏ ୮୦୬ ଖଣ୍ଡ ଭୋଟ ପାଇ ବିଜୟ ଲାଭ କରିଛନ୍ତି। କେସିଙ୍ଗା ବ୍ଲକ ଉପାଧ୍ୟକ୍ଷ ରଜନୀ କାନ୍ତ ପୋଢ଼ଙ୍କ ସମେତ ବୋରିଆ, ହାତୀଖୋଜ, ପଥରଲା ଆଦି ପଞ୍ଚାୟତର ସମିତି ସଭ୍ୟମାନେ ବ୍ଲକ ପରିସରରେ ତାଙ୍କୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’

ଜଗତ୍‌ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା...

ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ...

ମଧୁରଜଳ ବିନା ବିପଦରେ ଭିତରକନିକା

କେନ୍ଦ୍ରାପଡା ଅଫିସ,୨୧ା୨:ଗତ ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା ା ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ମହାନିଗମର ପାନୀୟ ଜଳ...

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ, ରାସ୍ତାରୋକୋ

ଭଞ୍ଜନଗର,୧୩।୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଗୁଣ୍ଡିରିବାଡ଼ିରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ବିଦ୍ୟୁତ୍‌ ଖୁଣ୍ଟକୁ ଭିଡିକରି ରଖିବା ନିମନ୍ତେ ଲାଗିଥିବା ଷ୍ଟେ ତାରରେ...

ସତ ବଖାଣୁଛି ଗ୍ରାଉଣ୍ଡ ଜିରୋ

ଯାଜପୁର ଅଫିସ/ବ୍ରହ୍ମବରଦା (ଡି.ଏନ.ଏ.),୨୪ା୧୦:ଉଚ୍ଚରେ ଥିବା ଚାଷ ଜମିକୁ ନଦୀ ଏବଂ ଜଳଭଣ୍ଡାରରୁ ପାଣି ଉଠାଇ ଜଳସେଚନ କରିବା ମେଗା ଉଠା ଜଳସେଚନ ପ୍ରକଳ୍ପର ଲକ୍ଷ୍ୟ। ହେଲେ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ...

ପ୍ରାତଃ ଭ୍ରମଣ ପାଇଁ ଯାଇଥିଲେ: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

ପାରଳାଖେମୁଣ୍ଡି:୨୪।୩(ଡି.ଏନ୍‌.ଏ.): ଗଜପତି ଜିଲା ଗୋସାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଏକ ଅଜଣା ଗାଡ଼ି ଧକ୍କାରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ...

ଗଞ୍ଜାମ ଜିଲାପାଳନଙ୍କ ଦିଗପହଣ୍ଡି ଗସ୍ତ: କରୋନା ମୁକାବିଲା ନିମନ୍ତେ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଦେଲେ ଗୁରୁମନ୍ତ୍ର

ଦିଗପହଣ୍ଡି,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତ କରିଥିଲେ। ଏହି ଅବସରରେ ସେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ...

Advertisement
Archives

Model This Week