ସିଦ୍ଧାର୍ଥଙ୍କଠାରୁ ଅର୍ଜୁନଙ୍କୁ ଭଲ କିସର୍‌ କହିଲେ ପରିଣୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପରିିଣୀତି ଚୋପ୍ରା ଏବେ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ କରିବାରେ ବ୍ୟସ୍ତ। ଏଥିରେ ଅଭିନୟ କରିବା ଲାଗି ପରିଣୀତି ବହୁତ ପରିଶ୍ରମ କରୁଛନ୍ତି। ତେବେ ଖୁବ୍‌ କମ୍‌ ଲୋକେ ଏକଥା ଜାଣନ୍ତି ପରିଣୀତି ଓ ଟେନିସ୍‌ ଷ୍ଟାର ସାନିଆ ମିର୍ଜା ବେଶ୍‌ ଘନିଷ୍ଠ । ନିକଟରେ ଉଭୟ ନେହା ଧୁପିଆଙ୍କ ରିଆଲିଟି ଶୋ’କୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଅର୍ଜୁନ କପୁର ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ମଧ୍ୟରେ କିଏ ଭଲ କିସର୍‌ ବୋଲି ପ୍ରଶ୍ନ ପଚାରିଥିଲେ ନେହା। ଏହାର ଜବାବରେ ପରିଣୀତି କହିଥିଲେ ଅର୍ଜୁନ। ଅର୍ଜୁନଙ୍କ ସହ ତାଙ୍କର ନିଆରା ସମ୍ପର୍କ ବୋଲି କହିଥିଲେ।

ପରିଣୀତିଙ୍କ ‘କେଶରୀ’ ପରଦାରେ ସଫଳ ହେବା ପରେ ଏବେ ଫିଲ୍ମ ଜବରିୟା ଯୋଡ଼ି ରିଲିଜ ଅପେକ୍ଷାରେ ରହିଛି। ଏଥିରେ ତାଙ୍କ ବିପକ୍ଷରେ ଅଭିନୟ କରିଛନ୍ତି ସିଦ୍ଧାର୍ଥ ମାଲହୋତ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ…

ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…

‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri