ସିଲ୍‌ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍‌ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା ନିଲାମୀ ପ୍ରକ୍ରିୟାରେ ୧୫୪ ପ୍ରତିଶତ ପ୍ରିମିୟମ୍‌ ପୈଠ ସର୍ତ୍ତରେ ଏହି ଖଣିର ଲିଜ୍‌ ଦେବବ୍ରତଙ୍କୁ ମିଳିଛି। ଏହି ଖଣିରେ ୦.୭୨ ମେଟ୍ରିକ୍‌ ଟନ୍‌ ଲୁହାପଥର ଏବଂ ୩.୮୪୬ ମେଟ୍ରିକ ଟନ୍‌ ମାଙ୍ଗାନିଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କୁ ଅରୂପଙ୍କ ଜବାବ: ‘ସେ ଟ୍ରେନିଂରେ ‘୫-ଟି’ ଶିଖିଥିବେ, ମୁଁ କେବଳ ପରେଡ୍‌ ଶିଖିଛି’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବା ସହ ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ଏ ସମ୍ପର୍କରେ ପଢ଼ାଯାଇଥାଏ ବୋଲି ଗୁରୁବାର ମତ ରଖିଥିଲେ ଏମ୍‌ପି...

କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା

ପୁରୀ ଅଫିସ,୧୦ା୧୦: କୋଭିଡ୍‌ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ...

ଗଁଦିଆ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୨୦ା୮-ଲଗାଣ ବର୍ଷାରେ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥକା ପଞ୍ଚାୟତର କୁଆଁରିଆ ଛକଠାରୁ ଟୋଲକଲୁଣ୍ଡି ଦେଇ ଧର୍ମଶାଳା ବ୍ଲକ ତୁରଙ୍ଗ ଗ୍ରାମକୁ ସଂଯୋଗ...

ସମୁଦ୍ରରେ ବୁଡ଼ି ଛାତ୍ର ମୃତ

ଗୋପ, ୧୬।୬(ଡି.ଏନ୍‌.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ...

ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ...

କାର ଭିତରୁ ଲୁଟିନେଲେ ୫ଲକ୍ଷ

ଲଖନପୁର,୧୪ା୧୨(ଡି.ଏନ.ଏ.): ଝାରସୁଗୁଡା ସହର ବମ୍ବେ ଛକ ନିକଟରେ ଅଟକିଥିବା ଏକ କାର ଭିତରୁ ଦୁର୍ବୃତ୍ତମାନେ ସୋମବାର ଦିନ ଦ୍ବିପ୍ରହରରେ ୫ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଝାରସୁଗୁଡା ଟାଉନ...

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌...

ଚାନ୍ଦବାଲିରେ ହାଇଓ୍ବା-ବାଇକ୍‌ ମୁହାଁମୁହିଁ

ଭଦ୍ରକ ଅଫିସ,୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ...

Advertisement


Archives

Model This Week