ସିଲ୍ ଅଞ୍ଚଳରେ ବିଏମ୍‌ସିର ବିଶୋଧକ ସିଞ୍ଚନ, କେମିକାଲଯୁକ୍ତ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୫।୪ (ବ୍ୟୁରୋ): ସୂର୍ଯ୍ୟନଗରରୁ ୮ ଜଣ ଓ ବମିଖାଲରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଉଭୟ ଅଞ୍ଚଳକୁ ସିଲ୍‌ କରାଯିବା ସହ
ବ୍ୟାପକ ସଫେଇ କରାଯାଉଛି। ଗଳିକନ୍ଦିରେ ବିଶୋଧକ ସ୍ପ୍ରେ କରାଯାଇଥିବା ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରବିବାର ସକାଳୁ ବିଏମ୍‌ସି ପକ୍ଷରୁ ଅଗ୍ନିଶମ ବିଭାଗ ସହାୟତାରେ ବିଶୋଧକ ସ୍ପ୍ରେ କରାଯାଉଛି। ତିନିଟି ବଡ଼ ଫାୟାର ଟେଣ୍ଡର ଓ ଗୋଟିଏ ଛୋଟ ଫାୟାର ଟେଣ୍ଡର ସହାୟତାରେ ଉଭୟ ଅଂଚଳରେ ସୋଡିୟମ ହାଇପୋକ୍ଲୋରାଇଟ୍ ସ୍ପ୍ରେ କରାଯାଉଛି। ଶଟ୍‌ଡାଉନ୍ ପାଇଁ କେତେକ ଅଞ୍ଚଳରେ ସଫେଇ କର୍ମଚାରୀ ଆସିପାରି ନ ଥିବାରୁ ସେହିସବୁ ସ୍ଥ‌ାନରେ ଯାନ୍ତ୍ରିକ ସଫେଇ ହୋଇଥିଲା। ସେହିପରି ଫଗିଂ କରାଯିବା ସହ କେମିକାଲ ଯୁକ୍ତ ଧୂଆଁ ମଧ୍ୟ ଛଡ଼ାଯାଇଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri