ସିଷ୍ଟମକୁ ୧ ଲକ୍ଷ କୋଟି ଛାଡିବ ଆର୍‌ବିଆଇ

ମୁମ୍ବାଇ,୨୪-୩: ଦେଶର ଫାଇନାନ୍ସିଆଲ ସିଷ୍ଟମକୁ ଅତିରିକ୍ତ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଅତିରିକ୍ତ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯିବ। କରୋନା ଯୋଗୁ ବଜାରରେ ଉପୁଜିଥିବା ସ୍ଥିତିକୁ ଧ୍ୟାନରେ ରଖି ରିଜର୍ଭ ବ୍ୟାଙ୍କ ଏଭଳି ବ୍ୟବସ୍ଥା ହାତକୁ ନେବ। ଟର୍ମ ରେପୋ ଅକ୍ସନ ଦ୍ୱାରା ଏଭଳି ବ୍ୟବସ୍ଥା କରିବା ନେଇ ଆର୍‌ବିଆଇ ନିଷ୍ପତ୍ତି ନେଇଛି। ସୋମବାର ପ୍ରଥମ ପର୍ଯ୍ୟାୟରେ ଟର୍ମ ରେପୋ ବାବଦ ୫୦ ହଜାର କୋଟି ବ୍ୟବସ୍ଥା କରାଯାଇଥିବା ବେଳେ ମଙ୍ଗଳବାର ୫୦ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍‌

ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍‌ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର...

ନକଲି ସାମଗ୍ରୀ ନିର୍ମାଣ ଅଭିଯୋଗରେ କମ୍ପାନୀ ସିଲ୍‌

ନୂଆଦିଲ୍ଲୀ,୨୩|୧: ଦିଲ୍ଲୀର ଏକ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ଥାନୀୟ କମିଶନର (ଦିଲ୍ଲୀ କୋର୍ଟ) ଶିଖର କୁଣ୍ଡୁଙ୍କ ଦ୍ୱାରା ଗଣେଶ ଗୌରୀ ଇଣ୍ଡଷ୍ଟ୍ରିଜ୍‌ (ଗୌରୀ ଆକ୍ୱା ପ୍ଲାଷ୍ଟ) ଉପରେ...

ପେଟ୍ରୋଲ ଦର ହ୍ରାସ ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ,୨୩।୧: ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ କ୍ରମାଗତ ଭାବେ ତେଲ ଦର ହ୍ରାସ ପାଉଥିବା ବେଳେ ଭାରତୀୟ ତୈଳ ବଜାରରେ ତେଲ ଦର ଦୀର୍ଘ ଦିନ ହେବ...

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...

ଭାରତୀୟ ବଜାର ପାଇଁ ବଦ୍ଧପରିକର ଫୋର୍ଡ; ଉତ୍ପାଦନ ବୃଦ୍ଧି ନେଇ ମହିନ୍ଦ୍ରା ସହ ହେବ ଚୁକ୍ତି

ନୂଆଦିଲ୍ଲୀ,୨୮-୯: ବର୍ତ୍ତମାନ ଭାରତରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆମେରିକାର ବୃହତ ଗାଡ଼ି ନିର୍ମାତା ଫୋର୍ଡ ମୋଟର କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀ ସହିତ ଚୁକ୍ତି...

ଷ୍ଟାଇଲ ସ୍ପାରେ ଏଣ୍ଡ ଅଫ୍‌ ସିଜନ ସେଲ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ନିର୍ମାତା କମ୍ପାନୀ ଷ୍ଟାଇଲ ସ୍ପା ପକ୍ଷରୁ ଏଣ୍ଡ୍‌ ଅଫ୍‌ ସିଜନ ସେଲ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫରରେ ଗ୍ରାହକମାନେ...

ଅତ୍ୟାଧୁନିକ ହେଲା ୧.୫ ଲକ୍ଷ ପୋଷ୍ଟଅଫିସ

ନୂଆଦିଲ୍ଲୀ,୨୨-୪: ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟାଟା କନସଲଟାନ୍ସି(ଟିସିଏସ୍‌) ଭାରତୀୟ ପୋଷ୍ଟ ଅଫିସଗୁଡ଼ିକ ଆଧୁନିକ କରିବାରେ ବଡ଼ ଭୂମିକା ନେଉଛି। ଏହାର ସହାୟତାରେ ଅଦ୍ୟାବଧି...

ଖସୁଛି ଶେୟାର ବଜାର କାରବାର

ନୂଆଦିଲ୍ଲୀ,୩୦।୯:କ୍ରମାଗତ ୭ମ ଦିନ ହେବ ଭାରତୀୟ ଶେୟାର ବଜାରର କାରବାର ମାନ୍ଦା ସାଙ୍ଗକୁ ଫଳାଫଳ ମଧ୍ୟ ଖରାପ ରହିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସର...

Advertisement
Archives

Model This Week