ନୂଆଦିଲ୍ଲୀ,୨୦।୮: ଦିଲ୍ଲୀରେ ଅନେକ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି। ଏକ୍ସାଇଜ ସ୍କାମ୍ ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବାସଭବନରେ ସିବିଆଇ ଶୁକ୍ରବାର ଚଢ଼ାଉ କରିଥିଲା। ତେବେ ଚଢ଼ାଉର କିଛି ଘଣ୍ଟା ପରେ ଶୁକ୍ରବାର ୧୨ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି। ଦିଲ୍ଲୀ ସରକାରଙ୍କ ସେବା ବିଭାଗ ଦ୍ୱାରା ଜାରି କରାଯାଇଥିବା ବଦଳି ଆଦେଶ ପରେ ଏହି ସୂଚନା ଦିଆଯାଇଛି। ଯେଉଁମାନଙ୍କର ବଦଳି କରାଯାଇଛି, ସେମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ଉଦିତ ପ୍ରକାଶ ରାୟ ବି ସାମିଲ ଅଛନ୍ତି। ସୂଚନାଯୋଗ୍ୟ, ଦୁର୍ନୀତି ମାମଲାରେ ଆଇଏଏସ ଉଦିତ ପ୍ରକାଶ ରାୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଲେଫ୍ଟନାଣ୍ଟ ଗଭର୍ଣ୍ଣର (ଏଲ୍ଜି) ବିନୟ କୁମାର ସକ୍ସେନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସୁପାରିଶ କରିଥିଲେ।
ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍ରେ ଭଙ୍ଗାରୁଜା
ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…
ବିରାଟ-ଗିଲ୍ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍ରେ ହାରିଲା ୱେଷ୍ଟଇଣ୍ଡିଜ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…
କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି
ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…
ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….
ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…
ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା
ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…
କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା
କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…
ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

