ସିସୋଡିଆ ପଛରେ ଏଏପି ଆଗରେ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ମହାରାଷ୍ଟ୍ର ଓ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କର୍ମୀମାନେ ବିଜୟ ପର୍ବ ପାଳନ କରିବା ଆରମ୍ଭ କରି ଦେଲେଣି। ଏପଟେ କିନ୍ତୁ ଦିଲ୍ଲୀର ପ୍ରାୟ ୫୮ ଆସନରେ ଏଏପି ଆଗରେ ଥିବା ବେଳେ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ୫ମ ରାଉଣ୍ଡ ଗଣତି ସୁଦ୍ଧା ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀଙ୍କ ଠାରୁ ୧୫୭୬ ଭୋଟରେ ପଛୁଆ ଚାଲିଥିବା ସୂଚନା ମିଳିଛି। ଅନ୍ୟପଟେ ଆଲୋଚନା ହେଲାଣି କି ଏଥର କେଜରିଓ୍ବାଲ ହ୍ୟାଟ୍ରିକ୍‌ ମାରିବାକୁ ପୂରା ପ୍ରସ୍ତୁତ ହୋଇଗଲେଣି। ଗୋଟିଏ ପଟେ ଭାଜପା ଅମାନତ ହରାଇବ ବୋଲି କୁହାଯାଉଥିବା ବେଳେ କଂଗ୍ରେସ ଖାତା ଖୋଲିବାକୁ ମଧ୍ୟ ସମର୍ଥ ହେବ ନାହିଁ ବୋଲି ମଧ୍ୟ କଥା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କପଡ଼ା ଗୋଦାମରେ ଲାଗିଲା ନିଆଁ: ୯ ମୃତ

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ନିଆଁ ଯେମିତି ଦିଲ୍ଲୀର ପିଛା ଛାଡୁନି। ପୁଣିଥରେ ରବିବାର ବିଳମ୍ବିତ ରାତିରେ କିରାରି ଅଞ୍ଚଳରେ ଥିବା ଏକ କପଡ଼ା ଗୋଦାମରେ ନିଆଁ...

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ।...

ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ

ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧...

କରୋନାରେ ଆଖି ବୁଜିଲେ ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ

ନୂଆଦିଲ୍ଲୀ, ୭।୫: ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ କରୋନାରେ ଆଖି ବୁଜି ଛନ୍ତି। କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା।...

ଭାଜପା ପକ୍ଷରୁ ୧୧ ଦିନରେ ୧୩ ଥର ତୈଳଦର ବୃଦ୍ଧି ୟୁପି ନିର୍ବାଚନର ରିଟର୍ନ ଗିଫ୍ଟ: ମମତା

କୋଲକାତା,୫ ।୪: ଦେଶରେ ମହଙ୍ଗା ମାଡରେ ବେହାଲ ହେଲେଣି ସାଧାରଣ ଜନତା । ପେଟ୍ରୋଲ – ଡିଜେଲର ଦାମ ଲଗାତାର ବଢି ଚାଲିଛି । ଗତମାସରେ...

ଏନ୍‌ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ

ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍‌ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି...

୫ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ପୋଲିସକୁ ବଡ ସଫଳତା ମିଳିଛି। ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଶଙ୍କରପୁର ଅଞ୍ଚଳରେ ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସମସ୍ତ...

୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ...

Advertisement
Archives

Model This Week